Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବଦଳିଲେ ରିଜର୍ଭ ପୋଲିସ ଇନ୍ସପେକ୍ଟର ବିଜୟ:ପଦୋନ୍ନତି ପାଇଲେ ବିରଞ୍ଚି ଓ ଧନଞ୍ଜୟ

Published October 17, 2025 ରାଜ୍ୟ ଖବର
Oplus_16908288
SHARE

ଓଡ଼ିଶା ଲେଖା ଅଫିସ୍: ରାଜ୍ୟ ପୋଲିସ୍ ମୁଖ୍ୟାଳୟ ତରଫରୁ ଏସଆଇ(ସଶସ୍ତ୍ର) ସ୍ତରରେ ପଦୋନ୍ନତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ନଂ ୩୩୨୪ ରେ ୧୦୪ଜଣ ଏସଆଇଙ୍କୁ ପଦୋନ୍ନତି ଦିଆଯାଇ ବିଭିନ୍ନ ଜିଲ୍ଲା/ବାଟାଲିୟନ/ବିଭିନ୍ନ ପ୍ରାଶାସନିକ ପ୍ରତିଷ୍ଠାନକୁ ବଦଳି ଓ ସ୍ଥାୟୀତ୍ବ କରାଯାଇଛି । ତେବେ ନୟାଗଡ଼ ଜିଲ୍ଲା ରିଜର୍ଭ ପୋଲିସରେ କାର୍ଯ୍ୟରତ ସଶସ୍ତ୍ର ଏସଆଇ ବିରଞ୍ଚି ନାରାୟଣ ସାହୁଙ୍କୁ ପଦୋନ୍ନତି ଦିଆଯାଇ ରିଜର୍ଭ ପୋଲିସ ଇନ୍ସପେକ୍ଟର ଭାବେ ନିଯୁକ୍ତ କରାଯାଇଛି । ସେହିପରି ଏସଆଇ ଧନଞ୍ଜୟ ବେହେରାଙ୍କୁ ପଦୋନ୍ନତି ଦିଆଯାଇ ଢେଙ୍କାନାଳ ଜିଲ୍ଲାର ଓଏସଏପି ଫାଷ୍ଟ ବାଟାଲିୟନକୁ ବଦଳି କରାଯାଇଛି ।

ତେବେ ପୋଲିସ୍ ମୁଖ୍ୟାଳୟର ବିଜ୍ଞପ୍ତି ନଂ ୩୩୨୫ରେ ଇନ୍ସପେକ୍ଟର(ସଶସ୍ତ୍ର) ସ୍ତରରେ ୧୯ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ତେବେ ନୟାଗଡ଼ ରିଜର୍ଭ ପୋଲିସ କାର୍ଯ୍ୟରତ କର୍ତ୍ତବ୍ୟନିଷ୍ଠ ପୋଲିସ ଇନ୍ସପେକ୍ଟର ବିଜୟ କୁମାର ମୁଦୁଲିଙ୍କୁ କଟକ ଓଏସଏପି ଷଷ୍ଠ ବାଟାଲିୟନକୁ ବଦଳି କରାଯାଇଛି।

ଏବଂ ବିଜ୍ଞପ୍ତି ନଂ ୩୩୨୬ରେ ଏସଆଇ(ସଶସ୍ତ୍ର) ଙ୍କ ମଧ୍ୟରେ ୪୫ଜଣଙ୍କର ଅଦଳ ବଦଳ କରାଯାଇଛି । ତେବେ ଭଞ୍ଜନଗର ରିଜର୍ଭ ପୋଲିସ କାର୍ଯ୍ୟରତ ଅଷ୍ଟମ୍ ରିଜର୍ଭ ସବ-ଇନ୍ସପେକ୍ଟର ଗୋପାଳ ଚନ୍ଦ୍ର ପ୍ରଧାନଙ୍କୁ ନୟାଗଡ ଜିଲ୍ଲାରେ ନିଯୁକ୍ତ କରାଯାଇଥିବା ନେଇ ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 17, 2025 October 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?