Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାଇଚାରାରେ ହେବ ନରସିଂହପୁର ଛାଡ଼ଖାଇ ମହୋତ୍ସବ:ସାତଦିନ ମେଳା ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

Published October 23, 2025 ସ୍ୱତନ୍ତ୍ର ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): ନରସିଂହପୁର ପୋଲିସ ପ୍ରଶାସନ ତତ୍ତ୍ଵବଧାନରେ ଛାଡ଼ଖାଇ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ପ୍ରସ୍ତୁତି ବୈଠକରେ ମୁଖ୍ୟଅତିଥି ଭାବେ ସ୍ଵାଧୀନ ବିଧାୟକ ବିଜୟ କୁମାର ଦଳବେହେରା ଯୋଗ ଦେଇ ଆଲୋଚନାରେ ସାମିଲ୍ ହୋଇଥିଲେ । ବିଧାୟକ ଶ୍ରୀଯୁକ୍ତ ଦଳବେହେରା ଛାଡଖାଇ ମହୋତ୍ସବକୁ ନିଜେ, ହାତକୁ ନେଇ ପ୍ରଶାସନ ସହ ମିଶି ମହୋତ୍ସବ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜନ ପ୍ରତିନିଧି, ସ୍ଥାନୀୟ ଅଞ୍ଚଳର ଗ୍ରାମବାସୀମାନେ, ସ୍ଥାନୀୟ ପ୍ରଶାସନ ସହଯୋଗ ରେ ଏହି ମହୋତ୍ସବ ଅନୁଷ୍ଠିତ ହେବ। ଆସନ୍ତା ନଭେମ୍ବର ୫ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ ଉତ୍ସବ ରୁ ନରସିଂହପୁର ଛାଡ଼ଖାଇ ମହୋତ୍ସବ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠିତ ହେବ ।

ନରସିଂହପୁର ଥାନା ପରିସରରେ ଥିବା ତ୍ରିନାଥ ମେଳାରୁ ଏହି ମହୋତ୍ସବ ସୃଷ୍ଟି ହୋଇଥିବା ବେଳେ ଏହାକୁ ଚଳିତ ବର୍ଷ ଠାରୁ ଅଧିକ ଅନୁଦାନ ଅଣାଯିବ। ଏବଂ ନଭେମ୍ବର ୬ତାରିଖ ରୁ ଧୂମ୍ ଧାମ ରେ ଛାଡ଼ଖାଇ ମହୋତ୍ସବ ପାଳନ କରାଯିବ। ଥାନାରେ ଏନେଇ ପ୍ରସ୍ତୁତି ବୈଠକ ବସି ବିଧାୟକ ବିଜୟ କୁମାର ଦଳବେହେରାଙ୍କର ନେତୃତ୍ୱରେ ସରକାରୀ ସ୍ତରରେ ଭବ୍ୟ ଢଙ୍ଗ ରେ କରାଯିବ। ରାଜ୍ୟ ସ୍ତରୀୟ ବିଭିନ୍ନ ସିନେ କଳାକାର, ଓଡିଶା ସରକାରଙ୍କର ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ଆଗମନ କରାଯିବା ସହ ନରସିଂହପୁର ଭାଇଚାରାର ସହରରେ ଛାଡ଼ଖାଇ ମହୋତ୍ସବକୁ ବଡ଼ ଏକ ମହୋତ୍ସବର ରୂପ ଦେବା ପାଇଁ ସମସ୍ତ ଙ୍କର ସହଯୋଗ ଆବଶ୍ୟକ ବୋଲି ବିଧାୟକ ଶ୍ରୀଯୁକ୍ତ ଦଳବେହେରା ମତବ୍ୟକ୍ତ କରିଥିଲେ। ମହୋତ୍ସବ କମିଟିର ସଭାପତି ତହସିଲଦାର ପ୍ରଳୟା ନନ୍ଦ ଶତପଥୀ ଓ ସମ୍ପାଦକ ଥାନାଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ। କମିଟିର ସମସ୍ତ ସଦସ୍ୟ/ସଦସ୍ୟା ଉପସ୍ଥିତ ରହି ଆଲୋଚନାରେ ସାମିଲ୍ ହୋଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 23, 2025 October 23, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?