Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ୱେବ ନିୟୁଜ ପୋର୍ଟାଲର ସଂସ୍ଥା ସହ ସଂସ୍ଥାର ମାଲିକ ନାମରେ ଥାନାରେ ଏତଲା ଦେଲା କଂଗ୍ରେସ

Published October 23, 2025 ଅପରାଧ ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଓଡିଶା ପ୍ରଦେଶ କଂଗ୍ରେସ ନିଷ୍ପତି ଅନୁସାରେ ଫୋକସ ପ୍ଲସ ୱେବ ପୋର୍ଟାଲ ଅଣପଞ୍ଜିକୃତ ନିୟୁଜ ସଂସ୍ଥାର ମାଲିକ ଶୁଭ୍ରାଂଶୁ ଶେଖର ରାଉତ ଏବଂ ତାଙ୍କର ଅନ୍ୟ ଚାରିଜଣ ସହଯୋଗୀ ପ୍ରାୟୋଜିତ ଭାବେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ସାଗର ଦାସ ଏବଂ କଂଗ୍ରେସ ଦଳ ବିରୁଦ୍ଧରେ ମନ୍ଦ ଉଦ୍ଧେଶ୍ୟ ରଖି ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ସାଧାରଣରେ କଂଗ୍ରେସ ଦଳ ଭାବମୂର୍ତ୍ତି ପ୍ରଭାବିତ କରିବା ପାଇଁ ବ୍ୟକ୍ତିଗତ କୁତ୍ସlରଟନା କରୁଥିବାରୁ ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଆଜି ରାଜ୍ୟର ପ୍ରତ୍ୟେକ ଜିଲ୍ଲା ସାଇବର ଥାନାରେ ଏତଲା ଦିଆଯିବା ପରିପ୍ରେକ୍ଷୀରେ ନୟାଗଡ଼ ଡିସିସି ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ,ଦଳୀୟ କାର୍ଯ୍ୟକର୍ତ୍ତା ମାନେ ସନ୍ଧ୍ୟାରେ ଟାଉନ ଥାନା ଆଇଆଇସି ରଶ୍ମିରଞ୍ଜନ ପ୍ରଧାନ କୁ ଲିଖିତ ଏତଲା ଦାଏର କରିଛନ୍ତି ।

ୱେବ ନିୟୁଜ ପୋର୍ଟାଲ ର ସ୍ୱତନ୍ତ୍ର ନୀତିନିୟମ ଉଲ୍ଲଙ୍ଘନ କରି ଫୋକସ ପ୍ଲସ ନିୟୁଜ ସଂସ୍ଥା ରାଜ୍ୟବାସୀଙ୍କ ବିଶ୍ୱାସଭାଜନ ହେଉଥିବା ବେଳେ ପ୍ରବଳ ଇର୍ଷାନ୍ବିତ ହୋଇ ପିସିସି ସଭାପତି ଏବଂ କଂଗ୍ରେସ ଦଳ ବିରୁଦ୍ଧରେ ମନଗଢା ଗପ ପ୍ରଚାରପ୍ରସାର କରି ଦଳ କୁ ସାଧାରଣରେ ନିନ୍ଦିତ କରିବା ପାଇଁ ଅପଚେଷ୍ଟା କରୁଥିବା ୱେବ ପୋର୍ଟାଲ ନିୟୁଜ ସଂସ୍ଥା ବିରୁଦ୍ଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଡିସିସି ସଭାପତି ଶ୍ରୀ ଦାଶ, ପୂର୍ବ ପିସିସି ସାଧାରଣ ସମ୍ପାଦକ ହୁସେନ ଖାନ, ବ୍ଲକ କଂଗ୍ରେସ ସଭାପତି ଫକୀର ଚରଣ ମଲ୍ଲ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ଡିସିସି ସଂଖ୍ୟାଲଘୁ ସେଲ ଅଧ୍ୟକ୍ଷ ଆମଜାଦ ଖାନ, ଯୁବ ନେତା ପୂର୍ଣ୍ଣଚନ୍ଦ୍ର ସାନ୍ତ,ପୀତବାସ ଖୁଣ୍ଟିଆ, କୂଳେଶ କୁମାର ମହାନ୍ତି, କୃଷ୍ଣ ଚନ୍ଦ୍ର ନାୟକ, ଦଳିତ ନେତା ଜିତେନ୍ଦ୍ର ନାଏକଙ୍କ ସମେତ ବହୁ ଯୁବଛାତ୍ର କଂଗ୍ରେସ କର୍ମୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha October 23, 2025 October 23, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଅପରାଧ

କଙ୍ଗାରୁକୋର୍ଟର କରୁଣ ପରିଣତି:ନଳକୂପ ଚାବିରେ ବାଡ଼େଇ ବାଡ଼େଇ ହତ୍ୟା:୨ଘଣ୍ଟା ପରେ ଡାହୁକା ନଦୀରୁ ମୃତ ଦେହ ଉଦ୍ଧାର:ପୋଲିସର ଛାନଭିନ ଆରମ୍ଭ

Odisha Lekha July 7, 2026
ଅପରାଧ

ବୟସ୍କ ବ୍ୟକ୍ତିକୁ ବାଡ଼େଇ ବାଡ଼େଇ ହତ୍ୟା:ହତ୍ୟାକାରୀ ଗାଁ ଛାନଭିନ କରୁଛି ପୋଲିସ

Odisha Lekha July 1, 2026
ଅପରାଧ

ଗୋଡିଗଦା ମୃତ ଦେହ ଉଦ୍ଧାର:ଦୁର୍ଘଟଣା ନା ହତ୍ୟା !

Odisha Lekha June 28, 2026
ଅପରାଧରାଜ୍ୟ ଖବର

ନୟାଗଡ଼ ପାଣ୍ଡରାସିଂଘା ଛକରେ ଯୁବକଙ୍କୁ ଗୁଳି ମାଡ଼:ଯୁବକ ମୃତ:ଚାପା ଉତ୍ତେଜନା

Odisha Lekha June 14, 2026
ରାଜ୍ୟ ଖବର

ଆରକ୍ଷୀ ଅଧିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

Odisha Lekha May 28, 2026
ରାଜ୍ୟ ଖବର

ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

Odisha Lekha May 25, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?