Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଶିକ୍ଷକଙ୍କ ବଦଳି ଅର୍ଡର: ନୟାଗଡ଼ରୁ ଗଲେ ଦୁଇ, ଆସିଲେ ଜଣେ ଶିକ୍ଷକ

Published October 24, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ ସରକାରଙ୍କ ତରଫରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ବିଭାଗରେ ସାମାନ୍ୟ ପରିବର୍ତ୍ତନ ଆଣିଛନ୍ତି । ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଅନ୍ୟ ଜିଲ୍ଲାକୁ ବଦଳି କରାଯାଉଥିବା ଦେଖିବାକୁ ମିଳୁଛି । ତେବେ ୨୩ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାରୁ ୨ଜଣ ଶିକ୍ଷକଙ୍କୁ ଅନ୍ୟ ଜିଲ୍ଲାକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅନ୍ୟ ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ନୟାଗଡ଼ ଜିଲ୍ଲାରେ ନିଯୁକ୍ତ କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ନଂ ୨୭୦୩୯ ରେ ରାଜ୍ୟର ୧୬ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ବଦଳି କରାଯାଇଛି ।  ନୟାଗଡ଼ ଜିଲ୍ଲାର ରଣପୁର ବିସି ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସୋନୁ ଶତପଥୀଙ୍କୁ ଖୋର୍ଦ୍ଧା ଜିଲ୍ଲା ଝିନ୍ତିଶାସନ ପଞ୍ଚାୟତଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି । ସେହିପରି ଓଡ଼ଗାଁ ଗୌଡ଼ପୁଟ ଝାଙ୍ଗିରାମ୍ ଉଚ୍ଚ ବିଦ୍ୟାଳୟର କ୍ଲାସିକାଲ ଶିକ୍ଷୟତ୍ରୀ ସୁନିତା ପଟ୍ଟନାୟକଙ୍କୁ କୁରାଧମଲ୍ଲ ସରକାରୀ ଉଚ୍ଚ ବିଦ୍ୟାଳୟ ଖୋର୍ଦ୍ଧା ଜିଲ୍ଲାକୁ ବଦଳି କରାଯାଇଥିବା ବେଳେ କେନ୍ଦ୍ରାପଡ଼ା ରାଜନଗର ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ପ୍ରିୟରଞ୍ଜନ ପ୍ରଧାନଙ୍କୁ ନୟାଗଡ ଜିଲ୍ଲା ଭାପୁର ବ୍ଲକ୍ ଫତେଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତ କରାଯାଇଛି । ନୟାଗଡ଼ ଜିଲ୍ଲାରୁ ୨ଜଣ ଶିକ୍ଷକଙ୍କୁ ନେଇ ଜଣେ ଶିକ୍ଷକଙ୍କୁ ନିଯୁକ୍ତ କରିବାକୁ ନେଇ ଶିକ୍ଷାବିତ୍ ମହଲରେ ଅସନ୍ତୋଷ ଦେଖାଦେବା ସହ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଏଭଳି ପଦକ୍ଷେପକୁ ନାପସନ୍ଦ କରିଛନ୍ତି । 

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 24, 2025 October 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?