Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ଉନ୍ନୟନ ସମନ୍ୱୟ ପର୍ଯ୍ୟାଲୋଚନା କମିଟି ବୈଠକ: ଆସିଲେନି ୮ବ୍ଲକର ବିଡ଼ିଓ ଓ ୭ବ୍ଲକର ଅଧ୍ୟକ୍ଷ/ଅଧ୍ୟକ୍ଷା

Published October 25, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲାପରିଷଦ ସୃଜନ ସମ୍ମିଳନୀ ଗୃହରେ ଚଳିତ ବର୍ଷର ତୃତୀୟ ଜିଲ୍ଲା ଉନ୍ନୟନ ସମନ୍ଵୟ ପର୍ଯ୍ୟାଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଉନ୍ନୟନ ସମନ୍ୱୟ ପର୍ଯ୍ୟାଲୋଚନା କମିଟିର ଅଧ୍ୟକ୍ଷ କଟକ ଲୋକସଭା ସାଂସଦ ଭର୍ତ୍ତୁହରି ମହତାବଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଓ ଜିଲ୍ଲା ପରିଷଦର ମୂଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଉପସ୍ଥିତ ଥିଲେ । ମେଗା ପାଇପ୍ ୱ।ଟର  ସପ୍ଲାଏ ଉପରେ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଏବଂ ମେଗା ୱାଟର ସପ୍ଲାଏ ସଂସ୍ଥା ଉପରେ କ୍ଷୋଭ ପ୍ରକାଶ କରିବା ସହ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀଙ୍କ ଉପରେ ବର୍ଷିଥିଲେ ଏବଂ ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଧେଶ ଦିଆଯାଇଛି । ସେହିପରି ଭାବରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ‌ଉପରେ ମଧ୍ୟ ଅନୁଧ୍ୟାନ କରାଯିବା ସହ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡ଼ିକ ଅନ୍ତର୍ଭୁକ୍ତ କରି ସବସିଡ ପ୍ରଦାନ କରାଯିବା ନେଇ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅବଗତ କରାଇ ଏହା ଉପରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ସାଂସଦ ଶ୍ରୀଯୁକ୍ତ ମହତାବ ।

ସେହିପରି ଭାବେ ଅଳୀହା/ଆବର୍ଜନା ବୁହା ବ୍ୟାଟେରୀ ଚାଳିତ ଗାଡ଼ି କିଣାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଗୃହରେ ତୁମ୍ବି ତୋଫାନ ହୋଇଥିଲା। ଏବଂ ବିଡ଼ିଓ ମାନେ ଏହାର ଉତ୍ତର ରଖନ୍ତୁ ବୋଲି ସାଂସଦ ଶ୍ରୀଯୁକ୍ତ ମହତାବ କହିଲା ବେଳେ, ବିଡ଼ିଓ ମାନଙ୍କ ଅନୁପସ୍ଥିତ ଯୋଗୁଁ ଉତ୍ତର ନମିଳିବାରୁ ସାଂସଦ କ୍ଷୋଭ ପ୍ରକାଶ କରିଥିଲେ। ତତ୍ ସହିତ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଧେଶ ଦେଇଛନ୍ତି। କୃଷକମାନଙ୍କ ଜୀବନଧାରା ବୃତଙ୍ଗ ଜଳସେଚନ ପ୍ରକଳ୍ପ ନେଇ ଆଲୋଚନା କରାଯାଇଥିଲା କିନ୍ତୁ ସ୍ୱଳ୍ପ ସମୟ ଥିବାରୁ ଖୁବଶୀଘ୍ର ପୁନଶ୍ଚ ସ୍ଵତନ୍ତ୍ର ବୈଠକରେ ଏହା ବିସ୍ତୃତ ଭାବେ ଆଲୋଚନା କରାଯିବ । ପରିଶେଷରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 25, 2025 October 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?