Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଗୋହତ୍ୟା କାରୀ ବିଜେପି ସରକାର ବିରୁଦ୍ଧରେ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ

Published October 25, 2025 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଟ୍ରାଫିକ ଗୋଲେଇ ଛକ ଠାରେ ଗୋମାତା ହତ୍ୟାକାରୀ ବିଜେପି ସରକାର ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ସଭା ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ବାଚନୀ ସଭା ବଳକା ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ୱ ଗୋମାତାଙ୍କ ଅକାଳ ମୃତ୍ୟୁ ପାଇଁ ରାଜ୍ୟରେ ବିଜେପି ସରକାରକୁ ଦାୟୀ କରାଯାଇ ଗୋହତ୍ୟା କାରୀ ବିଜେପି ସରକାର ବିରୁଦ୍ଧରେ କଂଗ୍ରେସ କାର୍ଯ୍ୟକର୍ତା ମାନେ ପକ୍ଷରୁ ନୟାଗଡ଼ ଟ୍ରାଫିକ ଛକ ଠାରେ ଦୁଇଘଣ୍ଟିଆ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଭାରେ ଅଂଶଗ୍ରହଣ କରି ବିଜେପି, ଆରଏଏସ,ବଜରଙ୍ଗ ଦଳ, ଗୋରକ୍ଷକ,ବିଶ୍ୱ ହିନ୍ଦୁ ପରିଷଦ ଯେଉଁ ମାନେ ହିନ୍ଦୁ ସନାତନୀ ଧର୍ମର ଠେକେଦାର ବୋଲାଉଛନ୍ତି ସେମାନେ ନୂଆପଡା ଗୋହତ୍ୟା ପ୍ରସଙ୍ଗରେ କାହିଁକି ଚୁପ ବୋଲି କଂଗ୍ରେସ ପ୍ରଶ୍ନ କରିଛି । କେବଳ ନିଜସ୍ୱ ପ୍ରଚାର ଉଦ୍ଦେଶ୍ୟ ରଖି ରାସ୍ତାକଡ ରେ ଲୋକଦେଖାଣିଆ ଭାବେ ଗୋମାତା ଙ୍କ ସେବା କରି ସାମାଜିକ ଗଣମାଧ୍ୟମ ରେ ପ୍ରସାର କରିବା ଏହି ତଥାକଥିତ ଗୋରକ୍ଷକ ମନଙ୍କ କାର୍ଯ୍ୟ ବୋଲି ଡିସିସି ସଭାପତି ଶ୍ରୀଯୁକ୍ତ ଦାଶ କହିଛନ୍ତି । ଏହି ବିକ୍ଷୋଭ ସଭାରେ ପୂର୍ବ ପିସିସି ସାଧାରଣ ସମ୍ପାଦକ ହୁସେନ ଖାନ, ରଣପୁର ବିଧାୟକ ପ୍ରାର୍ଥୀ ବିଭୂପ୍ରସାଦ ମିଶ୍ର,ବ୍ଲକ କଂଗ୍ରେସ ସଭାପତି ଫକୀର ଚରଣ ମଲ୍ଲ,ପୂର୍ଣ୍ଚଚନ୍ଦ୍ର ନାୟକ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ଡିସିସି ସଂଖ୍ୟାଲଘୁ ସେଲ ଅଧ୍ୟକ୍ଷ ଆମଜାଦ ଖାନ, ଯୁବ ନେତା ପୂର୍ଣ୍ଣଚନ୍ଦ୍ର ସାନ୍ତ,ପ୍ରଦେଶ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଦିଲ୍ଲୀପ କୁମାର ବିଶୋଇ, ଯୁବ ଆଇନଜୀବୀ ପୀତବାସ ଖୁଣ୍ଟିଆ, କୂଳେଶ କୁମାର ମହାନ୍ତି, କୃଷ୍ଣ ଚନ୍ଦ୍ର ନାୟକଙ୍କ ସମେତ ବହୁ ଯୁବଛାତ୍ର ମହିଳା କଂଗ୍ରେସ କର୍ମୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରି ରାଜ୍ୟ ବିଜେପି ସରକାର ବିରୁଦ୍ଧରେ ନାରାବାଜି କରିଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha October 25, 2025 October 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
ରାଜନୀତି

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Odisha Lekha April 11, 2026
ରାଜନୀତି

କ୍ରସ ଭୋଟିଂ ମାମଲା:ବିଜେଡ଼ିରୁ ୬ବିଧାୟକ ସସପେଣ୍ଡ

Odisha Lekha March 21, 2026
ରାଜନୀତି

ବିଜେଡି ପକ୍ଷରୁ ଶୋଭାଯାତ୍ରା ଓ ପ୍ରତିବାଦ:ନାରୀ ଓ ଚାଷୀ ସମସ୍ତେ ଅସୁରକ୍ଷିତ:ଅରୁଣ

Odisha Lekha February 11, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?