Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆର୍ଶୀବାଦ କଲ୍ୟାଣ ମଣ୍ଡପରେ ମାଗଣା ସ୍ବାସ୍ଥ୍ୟ ଶିବିର

Published October 25, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ୍ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ ପକ୍ଷରୁ ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୨୬ତାରିଖ ରବିବାର ଦିନ ସକାଳ ୯ଟା ସମୟରୁ ମାଗଣା ସ୍ବାସ୍ଥ୍ୟ ଶିବିର ଇଟାମାଟି ଆର୍ଶୀବାଦ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି । ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ୱାରା ସକାଳ ୯ଟା ରୁ ଆରମ୍ଭ ହୋଇ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ସ୍ବାସ୍ଥ୍ୟ ଶିବିର ଚାଲୁ ରହିବ । ସ୍ବାସ୍ଥ୍ୟ ଶିବିରରେ ରିଜେନେରେଟିଭ ଥେରାପି ଦ୍ୱାରା ଚିକିତ୍ସା କରାଯିବ । ଅଣ୍ଟା ଯନ୍ତ୍ରଣା, ସ୍ପନଣ୍ଡିଲାଇଟିସ୍, ଆଣ୍ଠୁ ଗଣ୍ଠି ଯନ୍ତ୍ରଣାର ଚିକିତ୍ସା କରାଯିବ । ତେଣୁ ଉକ୍ତ ଶିବିରରେ ବହୁ ମାତ୍ରାରେ ଯୋଗ ଦେଇ ମାଗଣା ସ୍ବାସ୍ଥ୍ୟ ଶିବିରର ଫାଇଦା ଉଠାନ୍ତୁ ବୋଲି ଆୟୋଜକଙ୍କ ଠାରୁ ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 25, 2025 October 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?