Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ କୃଷି ବିଭାଗରେ ଖାଲି ପଡ଼ିଛି ୬ଟି ପଦବୀ

Published October 26, 2025 ଶିକ୍ଷା ଓ ନିଯୁକ୍ତି
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟର କୃଷି ବିଭାଗରେ ଅନେକ ପଦବୀ ଖାଲି ପଡ଼ିଛି । ଦାୟୀତ୍ଵ ବଣ୍ଟନରେ କାମ ଚାଲିଛି । ରାଜ୍ୟରେ ଡବଲ ଇଞ୍ଜିନ ସରକାର ୫୦୦ଦିନ ପୂରଣ ହେଲାଣି କିନ୍ତୁ ବର୍ତ୍ତମାନ ଶୁଦ୍ଧା କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ କରିବାର ବିଫଳ ପାଲଟିଛି । ତେବେ ଯାହା ହଉ ରାଜ୍ୟରେ ଅନେକ ଜିଲ୍ଲାରେ କେଉଁଠି ୧୦ପଦବୀ ତ ଆଉ କେଉଁଠି ୨୦ରୁ ଉର୍ଦ୍ଧ୍ବ ପଦବୀ ଖାଲି ପଡ଼ିଛି କିନ୍ତୁ ନୟାଗଡ଼ କୃଷି ବିଭାଗର ରିପୋର୍ଟ ଅନୁସାରେ ନୟାଗଡ଼ ଜିଲ୍ଲା ମୁଖ୍ୟ କୃଷି ବିଭାଗ କାର୍ଯ୍ୟାଳୟରେ ୬ଟି ପଦବୀ ଖାଲି ପଡ଼ିଛି । ସେଗୁଡିକ ହେଲା ଏଏଓ ଗୋଟିଏ ପଦବୀ ଖାଲି ପଡ଼ିଥିବା ବେଳେ ଏଓ ପଦବୀରେ ଗୋଟିଏ ଏବଂ ସିନିୟର୍ ଆସିଷ୍ଟାଣ୍ଟ ୨ଟି ପଦବୀ ଖାଲିପଡ଼ିଛି । ସେହିପରି ଭାବେ ଅଫିସ୍ ରେ ୨ଟି ପିଅନ ପଦବୀ ଖାଲିପଡ଼ି ଥିବା ସୂଚନା ଅଧିକାର ଆଇନ ବଳରେ ଜଣାପଡ଼ିଛି । ତେବେ ଏହି ଖାଲି ପଡ଼ିଥିବା ୬ଟି ପଦବୀ ରାଜ୍ୟ ସରକାର କେବେ ପୂରଣ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 26, 2025 October 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?