Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

Published October 26, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅଭିଭାବକ ମାଆ ମାନଙ୍କୁ ନେଇ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ଗାୟତ୍ରୀ ପଟ୍ଟନାୟକ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଭାବେ ପ୍ରଭାସିନୀ ବରାଡ, ନମିତା କୁମାରୀ ନାୟକ ଓ ସସ୍ମିତା ନାୟକ ମହୋଦୟା ସମ୍ମାନିତା ଅତିଥି ଭାବେ ଯୋଗଦେଇଥିଲେ। ଏଠାରେ ଅତିଥିମାନେ ପର୍ଯ୍ୟାବରଣ ଓ କୁଟୁମ୍ବ ପ୍ରବୋଧନରେ ମହିଳାଙ୍କ ଭୂମିକା, ପ୍ରେରଣାଦାୟୀ ମହିଳାଙ୍କ ବାର୍ତ୍ତା, ଭାରତ ବିକାଶରେ ମହିଳାଙ୍କ ଭୂମିକା ଆଦି ବିଷୟରେ ତଥ୍ୟ ଉପସ୍ଥାପନା କରିଥିଲେ।

ଗାୟତ୍ରୀ ମହୋଦୟା ଭଗବାନଙ୍କର ଦଶ ଅବତାର ବିଷୟରେ ତଥ୍ୟ ଉପସ୍ଥାପନା କରିବା ସହିତ ପର୍ଯ୍ୟାବରଣ ସୁରକ୍ଷାରେ ପଞ୍ଚ ‘ଜ’ ଯେପରିକି ଜନ, ଜଳ, ଜମି, ଜୀବ, ଜଙ୍ଗଲ ଆଦି ବିଷୟରେ ନିଜର ମତ ଉପସ୍ଥାପନା କରିଥିଲେ। ତାଙ୍କ ପରେ ପ୍ରଭାସିନୀ ବରାଡ ମହୋଦୟା ନାରୀ ଶିକ୍ଷା କିପରି ଭାରତର ବିକାଶରେ ପାଥେୟ ହୋଇଛି ସେହି ବିଷୟରେ ତଥ୍ୟ ଉପସ୍ଥାପନା କରିଥିଲେ। ସସ୍ମିତା ନାୟକ ମହୋଦୟା ପ୍ରେରଣାଦାୟୀ ମହିଳା ମାନଙ୍କ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ନମିତା ନାୟକ ମହୋଦୟା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମର ସମାପ୍ତି କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପ୍ରାୟ ୨୫୦ରୁ ଉର୍ଦ୍ଧ୍ବ ମାଆ ଯୋଗଦାନ କରିଥିଲେ । ବିଦ୍ୟାଳୟର ସମସ୍ତ ସେବା ବ୍ରତୀ, ପ୍ରଶାସନିକ ପରିଷଦର ସଦସ୍ୟ,ମାତୃଭାରତୀସଦସ୍ୟା ମାନଙ୍କର ସହଯୋଗରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 26, 2025 October 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?