Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସମିତିସଭ୍ୟାଙ୍କ ସ୍ଵାମୀଙ୍କୁ ବିଜେପି କର୍ମୀଙ୍କ ମରଣାନ୍ତକ ଆକ୍ରମଣ:ଦଦା ଓ ପୁତୁରା ଗୁରୁତର

Published October 26, 2025 ଅପରାଧ ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ କେନ୍ଦୁଢ଼ିପିରେ ରକ୍ତମୁଖା ବିଜେପି କର୍ମୀ । ବିକାଶ କାମକୁ ବିରୋଧ କରିବା ସହ ସମିତି ସଭ୍ୟାଙ୍କ ସ୍ବାମୀଙ୍କୁ କଟୁରୀରେ ମାରାନନ୍ତକ ଆକ୍ରମଣ କରି ଜୀବନରୁ ମାରିଦେବାକୁ ପ୍ରୟାସ କରିଥିଲା ରକ୍ତମୁଖା ବିଜେପି କର୍ମୀ । ନୟାଗଡ ଜିଲ୍ଲା ଇଟିମାଟି ଥାନା କେନ୍ଦୁଢିପି ସମିତିସଭ୍ୟାତିଳୋତ୍ତମା ଗୁରୁଙ୍କ ସ୍ଵାମୀ ପ୍ରମୋଦ କୁମାର ଗୁରୁ ଏବଂ ତାଙ୍କର ଜଣେ ପୁତୁରାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ପୂର୍ବଶତୃତା ଏବଂ ରାଜନୈତିକ କାରଣରୁ ଏହି ଆକ୍ରମଣ କରାଯାଇଛି । କେନ୍ଦୁଢିପି ଗ୍ରାମର ଆରତ ବେହେରା ଆକ୍ରମଣର ମୁଖ୍ୟ ପୁରୋଧା ଥିବା ବେଳେ ତାଙ୍କ ସମର୍ଥକ ଉପେନ୍ଦ୍ର ଦଳବେହେରା ସହ ୪ ଜଣ ସମର୍ଥକ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ କେନ୍ଦୁଢ଼ିପି ପଞ୍ଚାୟତର ସମିତି ସଭ୍ୟାଙ୍କ ସ୍ଵାମୀ ପ୍ରମୋଦ ଗାଁରେ ଗୋଟିଏ ଡ୍ରେନ ନିର୍ମାଣ କରୁଥିବାବେଳେ ଆରତ ତାକୁ ବିରୋଧ କରି ଆସୁଥିଲେ । ଯାହାକୁ ନେଇ ଦୁଇ ଦିନ ତଳେ ଉଭୟଙ୍କ ମଧ୍ଯରେ ବଚସା ହୋଇଥିଲା । ଏନେଇ ଥାନାରେ ମଧ୍ଯ ଏତଲା ହୋଇଥିଲା । ଆଜି ଆରତଙ୍କ ପ୍ରରୋଚନାରେ ଉପେନ୍ଦ୍ର ୫ଜଣକୁ ନେଇ କାମ ଚାଲୁଥିବା ସମୟରେ ହଠାତ୍ ଓମପ୍ରସାଦଙ୍କୁ କଟୁରୀରେ ଆକ୍ରମଣ କରିଥିଲେ ।

ଓମପ୍ରସାଦଙ୍କୁ ରକ୍ଷା କରିବାକୁ ଯିବା ସମୟରେ ପ୍ରମୋଦଙ୍କୁ କଟୁରୀରେ ଆକ୍ରମଣ କରାଯାଇଥିଲା । ଫଳରେ ପ୍ରମୋଦଙ୍କ କାନ୍ଧ ଗଭୀର ଆଘାତ ଲାଗିଥିବା ବେଳେ ପେଟରେ ସାମାନ୍ୟ ଆଘାତ ଲାଗିଛି ଏବଂ ଓମପ୍ରସାଦଙ୍କ ମୁଣ୍ଡରେ କଟୁରୀ ଚୋଟ ପଡିଛି । ଉଭୟ ନୟାଗଡ ଜିଲ୍ଲା ମୂଖ୍ଯ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଦୁଇଜଣଙ୍କୁ ଜିବନରେ ମାରିଦେବାକୁ ଉଦ୍ୟମ କରାଯାଇଥିଲା ବୋଲି ପୁତୁରା ଗୁରୁ ଓମପ୍ରସାଦ ଓ ଦଦା ପ୍ରମୋଦ ପ୍ରକାଶ କରିଛନ୍ତି। ପ୍ରମୋଦଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ଇଟାମାଟି ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନଭିନ୍ କରୁଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 26, 2025 October 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?