Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନରସିଂହପୁର ପୋଲିସ୍ ପକ୍ଷରୁ ସାଇବର ସୁରକ୍ଷା ସଚେତନତା

Published October 28, 2025 ସ୍ୱତନ୍ତ୍ର ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): ଦେଶରେ ସକ୍ରିୟ ହେଇଛନ୍ତି ସାଇବର ଠକ। ସାଇବର ଠକର ମାୟା ଜାଲରେ ଛଟପଟ ହେଉଛନ୍ତି ଯୁବ ଗୋଷ୍ଠୀ ଓ ସଧାରଣ ଜନତା । ସେଥିରୁ ନିବୃତ ରହିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନରସିଂହପୁର ପୋଲିସ ପକ୍ଷରୁ ବାଗଧରିଆ ସ୍ଥିତ କାଇଜେନ୍ ଯୁକ୍ତ ଦୁଇ ବିଜ୍ଞାନ ମାଧ୍ୟମିକ ଶିକ୍ଷା ପରିଷଦ ପରିସରରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ନରସିଂହପୁର ଆଇଆଇସି ଭବାନୀ ଶଙ୍କର ଖୁଣ୍ଟିଆଙ୍କ ତତ୍ତ୍ଵାବଧାନରେ ଆୟୋଜିତ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଏସଡିପିଓ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ସାଇବର ଠକ ନିଜକୁ କିପରି ଭାବେ ନିଜେ ଦୂରେଇ ରହିବା ସହ ଅନ୍ୟ ମାନଙ୍କୁ ସାଇବର ଠକ କବଳରୁ ରକ୍ଷା କରିପାରିବା ସେ ନେଇ ସଚେତନ କରେଇବା ସହ ସାଇବର ଠକ କବଳରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଶପଥ ପାଠ କରାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ନରସିଂହପୁର ଥାନାର କର୍ମଚାରୀ ଓ କାଇଜେନ୍ ଯୁକ୍ତ ଦୁଇ ବିଜ୍ଞାନ ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳକ ନିର୍ଦ୍ଦେଶକ ଚିତ୍ତରଞ୍ଜନ ଭୂୟାଁ, ଅଧ୍ୟକ୍ଷ ଐଶ୍ଵର୍ଯ୍ୟା ପ୍ରିୟଦର୍ଶିନି ଅତିଥି ଭାବେ ଯୋଗଦେଇଥିବା ବେଳେ ବହୁ ଛାତ୍ର ଛାତ୍ରି ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 28, 2025 October 28, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ
ଜିଲ୍ଲା ଖବର
ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?