Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦୁର୍ଘଟଣା ଗ୍ରସ୍ତ ଡଲଫିନ ଯାତ୍ରୀବାହୀ ବସ୍: ୨ମୃତ,୭ଗୁରୁତର

Published October 29, 2025 ଦୁର୍ଘଟଣା
SHARE

ନରସିଂହପୁର, (ଓଡ଼ିଶା ଲେଖା): ସକାଳର ଦୁଃଖଦ ଖବର।ନରସିଂହପୁର ରୁ କୋଲକାତା ଯାଉଥିବା ଡଲଫିନ ବସ୍ ଦୁର୍ଘଟଣାଗ୍ରସ୍ତ । ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ରୁ ଉର୍ଦ୍ଧ୍ବ ଗୁରୁତର ହୋଇଥିବା ଜଣାପଡ଼ିଛି । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରଯାଇଛି । ମୃତକ ୨ଜଣ ହେଲେ ଡଲଫିନ ବସର ଡ୍ରାଇଭର ମୀର ଅବଦୁଲ ରହିମ୍ ଓ ହେଲପର ନୃସିଂହ କାଠୁଆ ।ସୂଚନାନୁସାରେ, ବାଲେଶ୍ଵର ଜଳେଶ୍ବର ନିକଟ ଏନ୍‌ଏଚ୍‌ ୧୬ ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ବିଳମ୍ୱିତ ରାତିରେ ଯାତ୍ରୀବାହୀ ଡଲଫିନ ବସ୍ ଦୁର୍ଘଟଣାଗ୍ରସ୍ତ ଘଟିଛି ।

ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ।ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ୭ରୁ ଉର୍ଦ୍ଧ୍ବ ଗୁରୁତର ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ହେଉଥିବା ଜଣାପଡ଼ିଛି । ମୃତକ ବସ ଚାଳକ କଟକ ଜିଲ୍ଲା ସାଲେପୁର ଅଞ୍ଚଳର ମୀର ଅବଦୁଲ ରହିମ୍(୩୯) ଓ ହେଲପର ମାହାଙ୍ଗାର ନୃସିଂହ କାଠୁଆ(୪୦) । ସମସ୍ତ ଗୁରୁତର ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରଯାଇଛି ।ଡଲଫିନ ବସ ଟି ନରସିଂହପୁର ଅଞ୍ଚଳରୁ କୋଲକାତା ଅଭିମୁଖେ ୪୦ରୁ ଉର୍ଦ୍ଧ୍ବ ଯାତ୍ରୀ ନେଇ ଯାତ୍ରା କରୁଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ପ୍ରାଥମିକ ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 29, 2025 October 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଜିଲ୍ଲା ଖବରଦୁର୍ଘଟଣା

ସକାଳର ବଡ଼ ଖବର:ଓଲଟିଲା ବସ୍:୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ,୩ଗୁରୁତର

Odisha Lekha August 18, 2026
ଦୁର୍ଘଟଣା

ଅଙ୍ଗନୱାଡ଼ି ଜିଲ୍ଲା ସଭାନେତ୍ରୀଙ୍କ ପରଲୋକ

Odisha Lekha July 6, 2026
ଦୁର୍ଘଟଣା

ଟି ବ୍ରିଜରେ ବଡ଼ ଦୁର୍ଘଟଣା:ବାଇକ୍ ଓ ଅଟୋ ମୁହାଁମୁହିଁ ଧକ୍କା: ବାଇକ୍ ଚାଳକଙ୍କ ମୁଣ୍ଡ ଗଣ୍ଡି ଅଲଗା

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?