Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୂଆପଡ଼ା ଉପ ନିର୍ବାଚନ:ନବୀନଙ୍କ ସ୍ଵତନ୍ତ୍ର ତଦାରଖ କମିଟି: ନୟାଗଡ଼ରୁ ସାମିଲ ଦୁଇ ଯୁବ ନେତା

Published October 31, 2025 ରାଜନୀତି ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୂଆପଡ଼ା ଉପ ନିର୍ବାଚନ ପାଇଁ ନବୀନଙ୍କ ଗେମ୍ ପ୍ଲାନରେ ଯୋଡ଼ି ହୋଇଛି ସ୍ଵତନ୍ତ୍ର ତଦାରଖ କମିଟି । ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟ ରାଜନୀତି ସେତିକି ସରଗରମ୍ ହେବାରେ ଲାଗିଛି । ତିନି ପ୍ରମୂଖ ଦଳ ବିଜେଡ଼ି, ବିଜେପି ଓ କଂଗ୍ରେସ ପ୍ରଚାର ପ୍ରସାର ଓ କ୍ୟାମ୍ପନିଗ୍ କୁ ଜୋର୍ ଦାର କରିଥିବା ବେଳେ ବିଜେଡ଼ି ସୁପ୍ରିମୋ ଆଉ ଏକ ଗେମ୍ ପ୍ଲାନରେ ନୂଆପଡ଼ା ଉପ ନିର୍ବାଚନ ପାଇଁ ସ୍ବତନ୍ତ୍ର ତଦାରଖ କମିଟି ଗଠନ କରିଛନ୍ତି । ଏହି ସ୍ଵତନ୍ତ୍ର ତଦାରଖ କମିଟିରେ ରାଜ୍ୟର ୧୭ଜଣ ବଶିଷ୍ଠ ରାଜ ନେତା ନେତ୍ରୀଙ୍କୁ ସାମିଲ୍ କରଯାଇଛି ଏବଂ ନବୀନଙ୍କ ନୂଆପଡା ଗସ୍ତ ପୁର୍ବରୁ ଟିକିନିକି ଖବର ଉପରେ ସ୍ଵତନ୍ତ୍ର ଧ୍ୟାନ ରଖିବାକୁ କୁହାଯାଇଛି । ଏହି ସ୍ଵତନ୍ତ୍ର କମିଟି ୧୭ଜଣ ସଦସ୍ୟ ସଦସ୍ୟାଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାର ଦୁଇ ରାଜ ଯୁବ ନେତାଙ୍କୁ ସାମିଲ କରଯାଇଛି ।

ସ୍ଵତନ୍ତ୍ର ତଦାରଖ କମିଟିର ଦୁଇ ସଦସ୍ୟ

ନୟାଗଡ଼ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଓ ଭାପୁର ବ୍ଲକର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କୁ ସ୍ଵତନ୍ତ୍ର ତଦାରଖ କମିଟି ସାମିଲ କରଯାଇଛି । ତତ୍ ସହିତ ବରିଷ୍ଠ ପୁର୍ବତନ ବିଧାୟକ ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ମହେଶ ସାହୁ, ସୁମିତ୍ରା ଜେନା, ସୁଲୋଚନା ଦାସ, ଶର୍ମିଷ୍ଠା ସେଠୀ, ମହିଧର ରଣା, ରଘୁରାମ ପାଦଳ, ମାନସ ମାଡକାମି, ଝିନ ହିକ୍କା, ସାନନ୍ଦ ମାରାଣ୍ଡି, ରୁପେଶ କୁମାର ପାଣିଗ୍ରାହୀ, ଈଶ୍ୱର ପାଣିଗ୍ରାହୀ, ସୁବ୍ରତ ସିଂ ଓ ଦୁଷ୍ମନ୍ତ ନାୟକ ପ୍ରମୁଖ ବରିଷ୍ଠ ନେତାଙ୍କୁ ସ୍ଵତନ୍ତ୍ର ତଦାରଖ କମିଟିରେ ସାମିଲ୍ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 31, 2025 October 31, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?