Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବୋଇତ ବନ୍ଦାଣ ଯାତ୍ରା ଉତ୍ସବ ଉଦଘାଟିତ: ସାଧବ ପୁଅ ମାନେ କେବଳ ବାଣିଜ୍ୟ କରିବା ସହ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କରୁଥିଲେ: ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ

Published November 1, 2025 ରାଜ୍ୟ ଖବର ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପୁରୁଣା ସହର ମଣ୍ଡାବାଗନ୍ ପଡ଼ିଆରେ ୨୨ ତମ ବୋଇତ ବନ୍ଦାଣ ଯାତ୍ରା ଉତ୍ସବ ଉଦଘାଟିତ ହୋଇଯାଇଛି। ଉଦଘାଟିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ରଣପୁର ପୂର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ମଞ୍ଚାସୀନ ହୋଇଥିଲେ। ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ବୋଇତ ବନ୍ଦାଣ ପରମ୍ପରା ଉପରେ ବକ୍ତବ୍ୟ ରଖିବା ସହ ଓଡ଼ିଆ ପୁଅମାନେ ଅନ୍ୟ ରାଜ୍ୟ ଓ ଦେଶକୁ ବ୍ୟବସାୟ କରି ଯିବା କଥା କହିଥିଲେ। ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କରୁଥିଲେ, ଯେଉଁଥି ପାଇଁ ଆମେ ଗର୍ବିତ ବୋଲି କହିଥିଲେ।

ପୌର ପରିଷଦ ଅଧ୍ୟକ୍ଷ ବୋଇତ ବନ୍ଦାଣ ପରମ୍ପରା ସମ୍ପର୍କରେ ଆଲୋକପାତ କରିବା ସହ ନୟାଗଡ ପାଇଁ ଗର୍ବ ଓ ଗୌରବ ବୋଲି କହିଥିଲେ। ଦୀର୍ଘଦିନ ଧରି ପୁରୁଣା ସହର ବାସି ଏହି କାର୍ଯ୍ୟକ୍ରମକୁ ପରମ୍ପରାରେ ପରିଣତ କରିଥିବା ପୂର୍ବତନ ବିଧାୟକ କହିଥିଲେ। ଏହି ଅବସରରେ ସ୍ଥାନୀୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୋଟି ପୁଅ ନୃତ୍ୟ ଓ କଣ୍ଠଶିଳ୍ପୀ ଶର୍ମିଷ୍ଠା ସରକାର ଦ୍ବାରା ମେଲୋଡି କାର୍ଯ୍ୟକ୍ରମକୁ ଦର୍ଶକ ଉପଦ୍ଭୋଗ କରିଥିଲେ। ବୋଇତ ବନ୍ଦାଣ ଯାତ୍ରାରେ ଛୋଟ ପିଲାଙ୍କ ପାଇଁ ଦୋଳି, ଟ୍ରେନ ବ୍ୟବସ୍ଥା ହୋଇଛି।

ଅନେକ ଘର ଉପକରଣ ଦ୍ରବ୍ୟ, ଖାଦ୍ୟ ଷ୍ଟଲ ଖୋଲିଛି। ଆଜି ପ୍ରଥମ ସଂଧ୍ୟା ବେଶ୍ ଗହଳି ହୋଇଥିବା ଦେଖା ଯାଇଛି। ବୋଇତ ବନ୍ଦାଣ ଯାତ୍ରା ଉତ୍ସବ କମିଟି ସଭାପତି କିଶାନ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସଂଯୋଜକ ଦାଶରଥି ସାହୁ, ଶ୍ରୀକାନ୍ତ ଖଟେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପୁରୁଣା ସହର ଯୁବ ଗୋଷ୍ଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 1, 2025 November 1, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?