Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ:ନେପାଳ ସୀମାରୁ ଶଙ୍କର ପୃଷ୍ଟି ଗିରଫ:ଓଡ଼ିଶା ପହଞ୍ଚିଲା ମାଷ୍ଟର ମାଇଣ୍ଡ

Published November 2, 2025 ଅପରାଧ ରାଜ୍ୟ ଖବର
SHARE

ଓଡ଼ିଶା ଲେଖା ଅଫିସ୍: ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀର ମାଷ୍ଟର ମାଇଣ୍ଡଙ୍କୁ ଗରଫ କରିଛି କ୍ରାଇମବ୍ରାଞ୍ଚ ।ଗତ କାଲି ଅପରାହ୍ନରେ ଗିରଫ କରିବା ପରେ ନେପାଳରୁ ଓଡ଼ିଶା ଆଣୁଛି କ୍ରାଇମବ୍ରାଞ୍ଚ୍ । ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଛି । ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା । ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା । ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ। ଶଙ୍କର ନିକଟରୁ ଦୁଇଟି ମୋବାଇଲ୍ ଫୋନ ଓ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଗାଜିଆବାଦରୁ ଗୋଟିଏ ଫର୍ଚୁନର୍‌ ଗାଡ଼ି ଜବତ କରାଯାଇଛି ।ସେଠାରେ ଶଙ୍କରର ପତ୍ନୀ ଓ ପିଲାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରୁଥିବା ବେଳେ ଅନ୍ୟ ଏକ ଟିମ୍‌ ଶଙ୍କରକୁ ଧରି ଓଡ଼ିଶା ଆସୁଛନ୍ତି । ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆରବି) ଦ୍ବାରା ପ୍ରସ୍ତୁତ ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି । ତେବେ ଶଙ୍କର ପୃଷ୍ଟି ଗିରଫ ହେବା ଖବର ପ୍ରସାରିତ ହେବା ପରେ ଶଙ୍କର ପୃଷ୍ଟି ସହିତ ଜଡ଼ିତ ଥିବା ନେତା ଓ ଅଫିସରଙ୍କ ଛାତି ଧଡ଼ଧଡ୍ ହେବା ଆରମ୍ଭ ହେଲାଣି । ଶଙ୍କର ପୃଷ୍ଟିର ସହଯୋଗୀ ଦଶପଲ୍ଲା ଅଞ୍ଚଳରୁ ଗିରଫ ହେବା ଓ ଏସଆଇ ନିଯୁକ୍ତି ପରୀକ୍ଷାରେ କେଳେଙ୍କାରୀ ମାନଙ୍କୁ ସହଯୋଗ କରୁଥିବା ନୟାଗଡ଼ ଜିଲ୍ଲାର ଗିରଫ ହୋଇଥିବା ବ୍ୟକ୍ତି ମାନଙ୍କ ଅଞ୍ଚଳକୁ ପୁଣି ଥରେ ସିବିଆଇ ପସି ଛାନଭିନ କରିପାରେ । ଏମିତିକି ଖଣ୍ଡପଡାର ଜଣେ କାଉନସିଲର ଗିରଫ ହୋଇଥିବା ବେଳେ ଖଣ୍ଡପଡ଼ା ର କୋଉ ନେତାଙ୍କ ହାତ ଥିଲା ତାହାକୁ ସିବିଆଇ ଟିମ ତଦନ୍ତ ପରିସର ଭୁକ୍ତ କରିପାରେ ବୋଲି ଆଲୋଚନା ହେଉଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 2, 2025 November 2, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?