Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମହିଳା କ୍ରିକେଟ୍ ବିଶ୍ଵକପ ହତେଇଲା ଭାରତ: ଭାରତୀୟ ମହିଳାଙ୍କ ଯାଦୁରେ ମାଟି କାମୁଡି ପଡ଼ିଲା ଦକ୍ଷିଣ ଆଫ୍ରିକା

Published November 3, 2025 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: ବର୍ତ୍ତମାନ ବଡ଼ ଖବର । ମହିଳା ବିଶ୍ୱକପ୍ ହତେଇଲା ଭାରତ । ୫୨ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କଲା ଭାରତ । ଆଜିର ମ୍ୟାଚ୍ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ତେବେ ପରବର୍ତ୍ତୀ ସମୟରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୭ଟି ୱିକେଟ୍ ହରାଇ ୨୯୮ରନ କରିବାରେ ସକ୍ଷମ ହୋଇଥିଲେ । ଭାରତ ପକ୍ଷରୁ ସଫଳି ବର୍ମା ୭୮ ବଲରେ ୨ଟି, ୭ଟି ଚୌକା ମାରି ସର୍ବାଧିକ ୮୭ରନ କରିଥିଲେ । ଦୀପ୍ତି ଶର୍ମା ୫୮ରନ, ସ୍ମିରିତ୍ ୪୫ ରନ ପ୍ରମୁଖ କରି ୫୦ ଓଭରରେ ୨୯୮ରନ କରିବାରେ ସକ୍ଷମ ହୋଇଥିଲେ । ତେବେ ଦକ୍ଷିଣ ଆଫ୍ରିକା ୨୯୯ରନ ବିଜୟ ଲକ୍ଷ ରଖି ପଡିଆକୁ ଓହ୍ଲାଇଥିଲା । ଭାରତିୟ ବୋଲରଙ୍କୁ ସାମ୍ନା କରି ନପାରି ୪୫.୩ ଓଭରରେ ସମସ୍ତ ୱିକେଟ୍ ହରାଇ ୨୪୬ ରନ କରି ଭାରତ ଠାରୁ ପରାସ୍ତ ହୋଇଥଲା ଦକ୍ଷିଣ ଆଫ୍ରିକା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 3, 2025 November 3, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?