Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନଭେମ୍ବର ମାସର ପ୍ରଥମ ଜନ ଅଭିଯୋଗ ଶୁଣାଣି ଶିବିର: ତତକାଳୀନ ୪୬ଟି ଅଭିଯୋଗ ସମାଧାନ କଲେ ଜିଲ୍ଲାପାଳ

Published November 4, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନଭେମ୍ବର ମାସର ପ୍ରଥମ ସୋମବାର ନୟାଗଡ ଜିଲ୍ଲା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାର ବିଭିନ୍ନ ସଦର ବ୍ଲକ୍ ଓ ପୌର ପରିଷର ସହ ବିଭିନ୍ନ ବ୍ଲକ୍ ଓ ବିଜ୍ଞାପିତ ଅଞ୍ଚଳରୁ ମୋଟ ୧୬୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିରୁ ବ୍ୟକ୍ତିଗତ ସମସ୍ୟା ନେଇ ୧୫୨ଟି ଅଭିଯୋଗ ଆସିଥିବା ବେଳେ ଗାଁ ସମସ୍ୟା ନେଇ ୮ଟି ଅଭିଯୋଗ ଆସିଥିଲା । ତେବେ ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ସହାୟତା ପାଇବା ପାଇଁ ୪ଜଣ ଅଭିଯୋଗ କରିଥିଲେ । ତେବେ ଏହି ସମସ୍ତ ଅଭିଯୋଗକୁ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା ତତ୍ କ୍ଷଣାତ ୪୬ଟି ଅଭିଯୋଗର ସମାଧାନ କରିଥିଲେ । ଆଜିର ଏହି ଜନ ଅଭିଯୋଗ ଶିବିରରେ ଜିଲ୍ଲାପାଳଙ୍କ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଜିଲ୍ଲା ପରିଷଦର ମୂଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଅତିରିକ୍ତ ଜିଲ୍ଲାପାଳ ବିଜୟା ନନ୍ଦ ମହାନ୍ତି,ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ସୁଶାନ୍ତ କୁମାର ଦାସ, ନୟାଗଡ଼ ବିଡ଼ିଓ ଐଶ୍ଵର୍ଯ୍ୟା ଭୂୟାଁ, ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ଵାଇଁଙ୍କ ସହ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 4, 2025 November 4, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !
ଜିଲ୍ଲା ଖବର ସ୍ବାସ୍ଥ୍ୟ
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?