Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସ୍ଵେଚ୍ଛାସେବୀ ସଂଗଠନ ତରଫରୁ ରକ୍ତଦାନ ଶିବିର: ୧୭ୟୁନିଟ୍ ରକ୍ତ ସଂଗ୍ରହ

Published November 6, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତର ଅଭାବ ଲାଗି ରହିଛି । ଯେଉଁଥି ପାଇଁ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି ରୋଗୀ ଓ ରୋଗୀଙ୍କ ଆଟେଡ଼ାଣ୍ଟ । ଏହାକୁ ଦୃଷ୍ଟିରେ ରଖି ନୟାଗଡ଼ ଅଞ୍ଚଳର ଯୁବ ସମାଜସେବୀ ଓ ଅନୁଷ୍ଠାନ ଆଗଭର ହୋଇ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାର ଗୃହରେ ରକ୍ତଦାନ ଶିବିର ଆୟୋଜନ କରିଥିଲେ । ଯୁବ ଛାତ୍ର ସମାଜସେବୀ ଅଶ୍ୱିନୀ କୁମାର ସେଠୀ, ଗିଭ୍ ବ୍ଲଡ ସେଭ୍ ଲାଇଫ ସଙ୍ଗଠନ ଓ ଇନଫିନିଟ କଲେଜ୍ ଅଫ ହୋଟେଲ ମ୍ୟାନେମେଣ୍ଟ ସହଭାଗିତାରେ ଆୟୋଜିତ ରକ୍ତଦାନ ଶିବିରକୁ ନୟାଗଡ଼ ଏସଡିପିଓ ଜ୍ୟୋତି ରଞ୍ଜନ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରକ୍ତଦାନ ଶିବିରର ଶୁଭାରମ୍ଭ କରିବା ସହ ନିଜେ ରକ୍ତ ଦାନ କରି ଜନସାଧାରଣଙ୍କ ପ୍ରେରଣା ପାଲଟିଥିଲେ । ଏବଂ ଯୁବ ରକ୍ତଦାତା ମାନଙ୍କୁ ରକ୍ତଦାନ କରିବା ପାଇଁ ଉତ୍ସାହିତ କରାଇଥିଲେ ।

ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଶୁଶାନ୍ତ କୁମାର ବେହେରା, ଟାଉନ ଥାନା ଆଇଆଇସି ରଶ୍ମିରଂଜନ ପ୍ରଧାନ, ସମାଜସେବୀ ଭାଗିରଥି ବାଇ, ଇନଫିନିଟ କଲେଜ୍ ଅଫ ହୋଟେଲ ମ୍ୟାନେମେଣ୍ଟ ଅଧ୍ୟକ୍ଷ ମିର୍ ସାହିଦ୍ ଅଲ୍ଲୀ, ଓ ସମ୍ପାଦିକା ସଂଯୁକ୍ତା ମହାରଣା ପ୍ରମୁଖ ଉପସ୍ଥିତ ଥିବା ବେଳେ ସୁଶ୍ରୀ ସୋନାଲି ସୁଚିସ୍ମିତା,ବବୁଲ୍ ଦାସ ଏବଂ ରକ୍ତ ଭଣ୍ଡାରର କର୍ମଚାରୀଙ୍କ ମିଳିତ ପ୍ରୟାସରେ କାର୍ଯ୍ୟକ୍ରମଟି ସାଫଲ୍ୟମଣ୍ଡିତ ହୋଇଥିଲା। ଏହି ଶିବିରରେ ମୋଟ ୧୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ସୂଚନା ମିଳିଛି।ତେବେ ପ୍ରତ୍ୟେକ ସଂଗଠନ ଆଗଭର ହୋଇ ରକ୍ତଦାନ ଶିବିର ଆୟୋଜନ କରନ୍ତୁ ଏବଂ ନୟାଗଡ଼ ଜିଲ୍ଲାରୁ ରକ୍ତ ଅଭାବ ଦୂର କରନ୍ତୁ ବୋଲି ନୟାଗଡ଼ ଏସଡିପିଓ ଆହ୍ବାନ ଦେଇଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 6, 2025 November 6, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?