Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୬୯ତମ ଛାଡ଼ଖାଇ ମହୋତ୍ସବ ଉଦଘାଟିତ:ଭାଇଚାରା ସହ ନରସିଂହପୁର ଛାଡଖାଇ ମହୋତ୍ସବ ଅଙ୍ଗାଙ୍ଗୀ ଭାବେ ଜଡ଼ିତ:ସାଂସଦ

Published November 6, 2025 ମନୋରଞ୍ଜନ ରାଜ୍ୟ ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ନରସିଂହପୁରରେ ୬୯ତମ ଛାଡଖାଇ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି ମହୋତ୍ସବ ୬ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଆଜିର ପ୍ରଥମ ଦିବସକୁ କଟକ ଲୋକସଭା ସାଂସଦ ଭର୍ତ୍ତୁହରି ମହତାବ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ବଡମ୍ବା-ନରସିଂହପୁର ବିଧାୟକ ବିଜୟ କୁମାର ଦଳ ବେହେରା ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବିଗତ ଦିନରେ ଥାନା ପରିସରରେ ଅନୁଷ୍ଠିତ ହେଇ ଆସୁଥିବା ତ୍ରିନାଥ ମେଳାରୁ ଆରମ୍ଭ ହୋଇଥିବା ଯାତ୍ରା ଆଜି ଛାଡଖାଇ ମହୋତ୍ସବରେ ପରିଣତ ହୋଇ ବଟ ବୃକ୍ଷ ଭଳି ଛିଡ଼ା ହୋଇଛି ବୋଲି ମୁଖ୍ୟଅତିଥି ଶ୍ରୀଯୁକ୍ତ ମହତାବ ଚୁମ୍ବକରେ ଅଭିଭାଷଣ ରଖିଥିଲେ।

ସମ୍ମାନୀତ ଅତିଥି ଭାବେ କଟକ ଜିଲ୍ଲାର ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, ନରସିଂହପୁର ଛାଡ଼ଖାଇ ମହୋତ୍ସବର ସଭାପତି ତଥା ତହସିଲଦାର ପ୍ରଳୟା ନନ୍ଦ ଶତପଥୀ, ଛାଡ଼ଖାଇ ମହୋତ୍ସବର ସମ୍ପାଦକ ତଥା ସ୍ଥାନୀୟ ଥାନା ଅଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ, ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି, ପୂର୍ବତନ ବଡମ୍ବା ଅଧକ୍ଷ ବିଭୁଦତ୍ତ ପଟ୍ଟନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବିଶ୍ୱଜିତ ମହାନ୍ତି, ଅଭିନେତା ଶ୍ରିତମ ଦାସ, ସରପଞ୍ଚ ସୁବାସିନୀ ମିଶ୍ର, କ୍ୟାପ୍ଟେନ ଦୁର୍ଲଭ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ସଭା ଶେଷରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କୁ ବାନ୍ଧି ରଖିଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 6, 2025 November 6, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
ରାଜ୍ୟ ଖବର

ବିଜେପି ନେତାଙ୍କୁ ସାମ୍ବାଦିକ ସମ୍ମିଳନୀରେ ଧୋଇଲେ ଅରୁଣ:ବିଜେପି ସରକାର ଏବେ ପେପର୍ ଲିକ୍ ସରକାର:ଅରୁଣ

Odisha Lekha July 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?