Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାରତ ହକି ଖେଳର ଶତବାର୍ଷିକ ପୂର୍ତି ଉତ୍ସବ

Published November 7, 2025 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଭାରତ ହକି ଖେଳର ଶତବାର୍ଷିକ ପୂର୍ତିକୁ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାରେ ଏକ ବିଶେଷ ଉତ୍ସବ ଆୟୋଜନ କରାଯାଇଛି। ଏହି ଶୁଭ ଅବସରରେ ରଣପୁର ହକି ଗ୍ରାସ ରୁଟ ସେଣ୍ଟରରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଆକର୍ଷଣ ସମୂହ ରାଲି ସହ ପୁରୁଷ ଓ ମହିଳା ବିଭାଗର ପ୍ରଦର୍ଶନୀ ହକି ମ୍ୟାଚ, ଯାହା ମାଧ୍ୟମରେ ଜିଲ୍ଲାର ଉଦୀୟମାନ ଓ ଅନୁଭବୀ ଖେଳାଳିମାନେ ନିଜ ଦକ୍ଷତା ପ୍ରଦର୍ଶନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ, ନୟାଗଡ଼ ଓ ବି.ସି. ହାଇ ସ୍କୁଲ୍, ରଣପୁରର ପ୍ରଧାନ ଶିକ୍ଷକ ଅତିଥି ଭାବେ ଉପସ୍ଥିତ ଥିଲେ। ସେମାନେ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହିତ ହକି ଖେଳର ଉନ୍ନତି ସମ୍ପର୍କରେ ନିଜର ମତାମତ ରଖିଥିଲେ। ଶେଷରେ, ନୟାଗଡ଼ ଜିଲ୍ଲା ପ୍ରଶାସନ ତରଫରୁ, ସମସ୍ତ କ୍ରୀଡାପ୍ରେମୀ, ଛାତ୍ରଛାତ୍ରୀ ଓ ସ୍ଥାନୀୟ ନାଗରିକମାନଙ୍କୁ ଏହି ଐତିହାସିକ ଅବସରରେ ଉପସ୍ଥିତ ହୋଇ ହକି ଖେଳର ଗୌରବ ଉପଭୋଗ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 7, 2025 November 7, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?