Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାଇବର ସଚେତନତା ସାଇକେଲ୍ ଶୋଭାଯାତ୍ରା

Published November 8, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଅକ୍ଟୋବର ୧୭ ତାରିଖରୁ ଆରମ୍ଭ ହୋଇଥିବା ସାଇବର୍ ସଚେତନତା କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଆଜି ସ୍ଥାନୀୟ ପିଟିଏସ୍ ପଡିଆ ଠାରୁ ଏକ ସାଇକେଲ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ପୁରୁଣା ସହରର ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା । ଆଜିର ଏହି ସାଇକେଲ ଶୋଭାଯାତ୍ରାକୁୁ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ଉଦ୍‌ଘାଟନ କରିଥିଲେ ।

ତେବେ ସାଇକେଲ ଶୋଭାଯାତ୍ରା ପିଟିଏସ ରୁ ବାହାରି ସହର ପରିକ୍ରମା କରି ପୁରୁଣା ସହର ଜଗନ୍ନାଥ ମନ୍ଦିରରେ ପହଞ୍ଚିଥିଲା । ସେଠାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ସାଇବର ସଚେତନତା ଉପରେ ଶପଥ ପାଠ କରାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ଏସଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟ, ଡିଏସପି ସୁଶାନ୍ତ ପାତ୍ର, ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନଙ୍କ ସମେତ ଅନେକ ଥାନା ଅଧିକାରୀ ଯୋଗ ଦେଇଥିଲେ । ନୟାଗଡ଼ ଜଗନ୍ନାଥ ମନ୍ଦିରଠାରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 8, 2025 November 8, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?