Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ପୌର ପରିଷଦରେ ଏଚଆଇଭି ଏଡସ୍ ଓ ଏଚଆଇଭି ଆଇନ୍ ସଚେତନତା

Published November 12, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଓ ରାଜ୍ୟ ଏଡସ୍ ନିୟନ୍ତ୍ରଣ ସମିତି ସହଭାଗିତା ପକ୍ଷରୁ ନୟାଗଡ଼ ପୌର ପରିଷଦର ନୂତନ ସମ୍ମିଳନୀ କକ୍ଷରେ ଏଚଆଇଭି ଏଡସ୍ ଓ ଏଚଆଇଭି ଆଇନ୍ ସଂପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ପୌର ପରିଷଦର ପୌରାଧ୍ୟକ୍ଷା ନିରୂପମା ଖଟେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଳେ ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ, ଇଁ ଅଜୟ ପାତ୍ର, ଡିପିଏମ୍ ବିଧାନ ଚନ୍ଦ୍ର ନାୟକ, କିଶୋର କୁମାର କାନୁନଗୋ ମଞ୍ଚାସିନ ହୋଇଥିଲେ ।

ଉକ୍ତ ସଚେତନତା ସଭାରେ ପଞ୍ଚାୟତି ରାଜ ଅନୁଷ୍ଠାନ ଅନୁସାରେ ଜନପ୍ରତିନିଧି ମାନଙ୍କୁ ଏଚଆଇଭି ଏଡସ୍ ଓ ଏଚଆଇଭି ଆଇନ୍ ସଂପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜନପ୍ରତିନିଧି ମାନଙ୍କ ଭୂମିକା ବିଷୟରେ ଅବଗତ କରାଇଥିଲେ ।

ନୟାଗଡ଼ ପୌର ପରିଷଦ ଅଂଚଳରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବେସରକାରୀ ହସ୍ପିଟାଲ୍, କ୍ଲିନିଗ୍ ଗୁଡ଼ିକୁ ହସ୍ପିଟାଲର ଅଳୀହା ଆବର୍ଜନା ଦେଲା ସମୟରେ ସଠିକ୍ ଭାବେ ଦବାକୁ ତାଗିଦ୍ କରନ୍ତୁ ବୋଲି ନୟାଗଡ଼ ପୌର ପରିଷଦ ପକ୍ଷରୁ ଜିଲ୍ଲା ସ୍ଵାସ୍ଥ୍ୟ ସମିତିର ଅଧିକାରୀଙ୍କୁ ପୌରାଧ୍ୟକ୍ଷା ଶ୍ରୀମତୀ ଖଟେଇ ପରାମର୍ଶ ଦେଇଥିଲେ । ଆଜିର ଏହି ସଭାରେ କାଉନସିଲର ଜାନକୀ ବଲ୍ଲଭ ଜେନା, ଦୀନବନ୍ଧୁ ଗୁରୁ, ଗୀତାଞ୍ଜଳୀ ସ୍ବାଇଁ ଯୋଗ ଦେଇଥିବା ବେଳେ ପୌର ପରିଷଦର ସମସ୍ତ ଯନ୍ତ୍ରୀ ଓ କର୍ମଚାରୀ ଆଲୋଚନାରେ ସାମିଲ ହୋଇଥିଲେ। ଜିଲ୍ଲା ସ୍ଵାସ୍ଥ୍ୟ ସମିତିର ଡିଆଇସି କଳ୍ପନା ନାୟକ, ଲ୍ୟାବ ଟେକ୍ନିସିଆନ୍ ରଂଜିତ କୁମାର ନାୟକ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 12, 2025 November 12, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?