Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନରସିଂହପୁର ଛାଡ଼ଖାଇ ମହୋତ୍ସବ: ମହୋତ୍ସବ ପଡ଼ିଆକୁ ସମ୍ପ୍ରସାରଣ କରିବାକୁ ରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅନ୍ତରା ଚକ୍ରବର୍ତ୍ତୀଙ୍କ କଣ୍ଠସ୍ଵରରେ ଝୁମିଲେ ଦର୍ଶକ

Published November 13, 2025 ମନୋରଞ୍ଜନ ସ୍ୱତନ୍ତ୍ର ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): ନରସିଂହପୁର ଛାଡଖାଇ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥିଙ୍କ ସହ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ସ୍ଥାନୀୟ ବିଧାୟକ ବିଜୟ କୁମାର ଦଳବେହେରା, ତହସିଲଦାର ପ୍ରଳୟାନନ୍ଦ ଶତପଥୀ, ଆଇଆଇସି ଓ ଅନ୍ୟାନ୍ୟ ଅତିଥି ମାନେ ମଞ୍ଚାସିନ ହୋଇଥିଲେ ।

ଉଦଯାପନୀ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବପର୍ଯ୍ୟୟ ପରିଚାଳନା ବିଭାଗର ସଫଳତା ସମ୍ପର୍କରେ ବକ୍ତବ୍ୟ ରଖିବା ସହ ତହସିଲ ଅଫିସରେ ଲୋକ ମାନେ କିପରି କମ ସମୟରେ ମଧ୍ୟରେ ସୁବିଧା ସୁଯୋଗ ପାଇବା ନେଇ ସରକାର ଯେଉଁ ପଦକ୍ଷେପ ନେଉଛନ୍ତି ତାହା ଆଗାମୀ ଦିନରେ ଲୋକ ମାନେ ଉପକୃତ ହୋଇପାରିବେ ବୋଲି ବକ୍ତବ୍ୟ ରଖିଥିଲେ ମନ୍ତ୍ରୀ ସୁରେଶ ପୂଜାରୀ । ଏବଂ ମହୋତ୍ସବ ହେଉଥିବା ପଡ଼ିଆକୁ ସମ୍ପ୍ରସାରଣ କରିବା ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାଫଳରେ ଛାଡଖାଇ ମହୋତ୍ସବ ଟି ଲୋକ ମାନେ ସୁବିଧାରେ ମହୋତ୍ସବର ମଜ୍ଜା ଉଠାଇପାରିବେ ।

ନୂଆ ବର୍ଷ ୨୦୨୬ ଠାରୁ ବିଭିନ୍ନ ଗାଁରେ ଥିବା ଗାଁ/ସାହି ଗୁଡିକୁ ନୂଆ ପଟ୍ଟା ବଣ୍ଟନ କରାଯିବ ନୋଳି ମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଭାବେ ସାତ ଦିନରେ ଚାଲିଥିବା ଛାଡଖାଇ ମହୋତ୍ସବକୁ ଦର୍ଶକ ମାନଙ୍କ ଅନୁରୋଧ କ୍ରମେ ମହୋତ୍ସବ କମିଟି ଗୋଟିଏ ଦିନ ବଢାଇଛନ୍ତି ।

ମହୋତ୍ସବ ପଡ଼ିଆର ସମ୍ପ୍ରସାରଣ ପାଇଁ ବିଭାଗୀୟ ମନ୍ତ୍ରୀ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିବାରୁ ମହୋତ୍ସବ କମିଟି ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି । ସଭା ଶେଷରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଆ କଣ୍ଠଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀଙ୍କ ସୁମଧୁର ଗୀତରେ ଝୂମିଥିଲେ ଦର୍ଶକ । ଅତିଥି ଓ କଳାକାର ମାନଙ୍କୁ ଛାଡଖାଇ ଯାତ୍ରା ଉତ୍ସବ କମିଟି ପକ୍ଷରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 13, 2025 November 13, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?