Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜଙ୍ଗଲି ବାରହା ଆକ୍ରମଣରେ ମହିଳା ଗୁରୁତର

Published November 13, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜଙ୍ଗଲି ବାରହା ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି । ମହିଳା ଜଣଙ୍କ ହେଲେ ସବିତା ସେଠୀ । ମହିଳା ଜଣଙ୍କ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରଯାଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ମହିପୁର ବନାଞ୍ଚଳ ଅନ୍ତର୍ଗତ ବଲଣ୍ଡା ଗ୍ରାମର ସବିତା ସେଠୀ ପ୍ରତ୍ୟେକ ଦିନ ପରି ଆଜି ସକାଳୁ ନିତ୍ୟକ୍ରମ କରିବା ପାଇଁ ନିକଟସ୍ଥ ନଦୀକୁ ଯାଇଥିଲେ । ନଦୀ ନିକଟରେ ଶୌଚ ହେବାକୁ ଯାଉଥିବା ବେଳେ ବୁଦାରେ ନିକଟରେ ଥିବା ଏକ ଜଙ୍ଗଲି ବାରହା ମହିଳାକୁ ଦେଖି ତଡ଼ି ତଡ଼ି ଆକ୍ରମଣ କରିଥିଲା ।

ମହିଳାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକ ଆସି ମହିଳାଙ୍କୁ ବାରହା ପାଖରୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି । ମହିଳାଙ୍କ ଶରୀରର ଗୋଡ଼, ଛାତି, ମୁଁହ ଓ ହାତ ଗଭୀର ଆଘାତ ଲାଗିଛି । ମହିଳା ଜଣଙ୍କ ଅବସ୍ଥା ଗୁରୁତର ଅଛି ବର୍ତ୍ତମାନ ପ୍ରାଥମିକ ଚିକିତ୍ସା କରାଯାଇଛି। ପରବର୍ତ୍ତୀ ସମୟରେ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଦେଖିବା ପରେ ପଦକ୍ଷେପ ନିଆଯିବ ବୋଲି ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ମହିପୁର ବନାଞ୍ଚଳ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବାରହା ର ଗତିବିଧି ଉପରେ ନଜର ରଖିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 13, 2025 November 13, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?