Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଗ୍ରଦୂତ ନର୍ସିଂ ମହାବିଦ୍ୟାଳୟରେ ଶିଶୁ ଦିବସ ଓ ମୁଧୂମେହ ଦିବସ

Published November 15, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ବାଲୁଗାଁ ପଞ୍ଚାୟତ ଅନ୍ତର୍ଗତ ପାଣିପୋଇଲା ନିକଟରେ ଥିବା ଅଗ୍ରଦୂତ ନର୍ସିଂ ମହାବିଦ୍ୟାଳୟରେ ଶିଶୁ ଦିବସ ଓ ମଧୁମେହ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଅଧ୍ୟାପକ ଅଧ୍ୟାପିକା ମାନେ ନର୍ସିଂ ଛାତ୍ର ଛାତ୍ରୀଙ୍କ ମଧୁମେହ ରୋଗ ସଂପର୍କରେ ବିଶେଷ ଭାବରେ ଆଲୋଚନା କରିଥିଲେ । ତତ୍ ସହିତ ଶିଶୁ ଦିବସ ଓ ମଧୁମେହ ଦିବସକୁ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ସଙ୍ଗୀତ, କୁଇଜ୍ ଓ ନୃତ୍ୟ ପ୍ରତିଯୋଗିତା କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ନର୍ସିଂ ମହାବିଦ୍ୟାଳୟରେ ଅଧ୍ୟାପକ ଅଧ୍ୟାପିକା ମାନେ ପୁରସ୍କାର ବିତରଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁ ଛାତ୍ର ଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଓ ଅଗ୍ରଦୂତ ନର୍ସିଂ ମହାବିଦ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 15, 2025 November 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?