Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପୋଲିସ ଓ ଏମ୍ସ ହସ୍ପିଟାଲରେ ନିଯୁକ୍ତି କରେଇ ଦେବା ନାଁରେ ଠକେଇ:କମଳିନୀ ପାଟ୍ଟଶାଣୀ ଗିରଫ ଦୁଇ ସହଯୋଗୀ ଫେରାର

Published November 16, 2025 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଓଡ଼ିଶା ପୋଲିସ ଓ ଏମ୍ସ ହସ୍ପିଟାଲରେ ନିଯୁକ୍ତି କରେଇଦେବା ନେଇ ଜଣେ ମହିଳା ନେତ୍ରୀ ଗିରଫ ହୋଇଥିବା ବେଳେ ଦୁଇ ସହଯୋଗୀ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଲକ୍ଷାଧିକ ଟଙ୍କା ନେଇ ନିଯୁକ୍ତି ନାଁରେ ଠକି ନେଇଥିବା ନାରୀ ନେତ୍ରୀ ଜଣଙ୍କ ହେଲେ କମଳିନୀ ପାଟ୍ଟଶାଣୀ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରୁ ୭ଜଣ ଯୁବକ ଯୁବତୀଙ୍କୁ ଓଡ଼ିଶା ପୋଲିସ୍ ଓ ଏମ୍ସ ହସ୍ପିଟାଲରେ ଚାକିରୀ କରେଇ ଦେବା ନେଇ ନାରୀ ନେତ୍ରୀ କମଳିନୀ ପାଟ୍ଟଶାଣୀ ୧୪ରୁ ୧୫ଲକ୍ଷ ଟଙ୍କା ନେଇଥିଲେ । ତେବେ ଟଙ୍କା ନେବା ପରେ ଉକ୍ତ ଯୁବକ ଯୁବତୀଙ୍କୁ କମଳିନୀ ପାଟ୍ଟଶାଣୀ ଧରା ଛୁଆଁ ଦେଇନଥିଲେ । ଯାହାଫଳରେ ବାଧ୍ୟ ହୋଇ ଯୁବକ ଯୁବତୀ ମାନେ ଇଟାମାଟି ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ । ଇଟାମାଟି ପୋଲିସ୍ ଥାନାରେ କେସ ନଂ ୨୦୯/୨୫ରେ ମାମଲା ୠଜୁ କରି ତଦନ୍ତ ଆରମ୍ଭ କରିଥିଲେ ଏସଆଇ ସାଗରିକା ସାମଲ । ତଦନ୍ତରୁ ଅଭିଯୋଗର ସତ୍ୟାସତ୍ୟ ଥିବା ଜଣାପଡିବା ପରେ ଆଜି ନାରୀ ନେତ୍ରୀ କମଳିନୀ ପାଟ୍ଟଶାଣୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ ଏସଆଇ ସାଗରିକା ସାମଲ । କମଳିନୀ ପାଟ୍ଟଶାଣୀଙ୍କୁ ସାହାଯ୍ୟ ସହଯୋଗ କରୁଥିବା ଦୁଇ ସହଯୋଗୀ ଫେରାର ହୋଯାଇଛନ୍ତି । ଫେରାର ଥିବା ଦୁଇ ସହଯୋଗୀଙ୍କୁ ଇଟାମାଟି ପୋଲିସ୍ ଖୁବଶୀଘ୍ର ଗିରଫ କରାଯିବ ବୋଲି ଇଟାମାଟି ଥାନା ଅଧିକାରୀ ପ୍ରିୟବ୍ରତ ରାଉତ ସୂଚନା ଦେଇଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 16, 2025 November 16, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?