Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୬୪ତମ ଜାତୀୟ ଫାର୍ମାସି ସପ୍ତାହ:ନଭେମ୍ୱର ୧୬ରୁ୨୨ ତାରିଖ ପର୍ଯ୍ୟନ୍ତ ସପ୍ତାହ ଧରି ପାଳନ ହେବ ଫାର୍ମାସି ସପ୍ତାହ

Published November 16, 2025 ସ୍ବାସ୍ଥ୍ୟ
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ଶାଖା ତରଫରୁ ଜାତୀୟ ଫାର୍ମାସୀ ସପ୍ତାହ ପାଳନ କରାଯାଇଛି । କଟକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଥିବା ସମସ୍ତ ଫାର୍ମାସି ଅଫିସର ଓ ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରର ପ୍ରାୟ ୫୦ ରୁ ଉର୍ଦ୍ଧ ଫାର୍ମାସିଷ୍ଟ ମାନଙ୍କୁ ନେଇ ଫାର୍ମାସୀ ସପ୍ତାହ ସଭା ଆୟୋଜନ କରାଯାଇଛି ।

ନରସିଂହପୁର ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଆଲୋକ ମାହାଲି ଏହି ସଭାକାର୍ଯ୍ୟରେ ଅତିଥି ଭାବେ ଯୋଗଦେଇଥିବା ବେଳେ କଟକ ଜିଲ୍ଲା ଫାର୍ମାସୀ ସଂଘ ସଭାପତି ସୁଧାଂଶୁ ଶେଖର ପଣ୍ଡା,  ସେକ୍ରେଟାରୀ ସୁବ୍ରତ ଶତପଥୀ, କୋଷାଧକ୍ଷ ନାରାୟଣ ପ୍ରସାଦ ତିୱାରୀ, ନରସିଂହପୁର ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ପ୍ରଶାନ୍ତ କୁମାର ପଣ୍ଡା, ଜ୍ଞାନ ରଞ୍ଜନ ସାହୁ, ସତ୍ୟ ରଞ୍ଜନ ପଣ୍ଡା ଓ ପ୍ରଭୁଦତ୍ତ ଗୁରୁ ପ୍ରମୁଖ ଯୋଗଦେଇଥିଲେ। ଡାକ୍ତରଖାନା ପରିସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ କରି ସଂଘ ତରଫରୁ ୧୫ଟି ବୃକ୍ଷରୋପଣ କରାଯାଇଥିଲା ଓ ଫାର୍ମାସି ଅଫିସର (ଭେଷଜକ ଅଧିକାରୀ) ମାନେ କିପରି ସ୍ୱାସ୍ଥ୍ୟସେବା ର ଏକ ଅଭିନ୍ନ ଅଙ୍ଗ ତାହା ଉପରେ ଆଲୋକ ପାତ କରିଥିଲେ ଓ ନିଜ ନିଜର କାର୍ଯ୍ୟରେ ସର୍ବଦା ଶତପ୍ରତିଶତ ସେବା ମନୋଭାବ ରଖିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 16, 2025 November 16, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?