Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସମର୍ପଣ ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ ଯତ୍ନ ବିଷୟରେ ସଚେତନତା ଶିବିର

Published November 17, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ ଯତ୍ନ ବିଷୟରେ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡ ମୁଖ୍ଯ ଅତିଥି ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ଆଇନଜୀବୀ କାମାକ୍ଷା ପ୍ରସାଦ ଦାଶ ଯୋଗଦେଇ ବୟସ୍କ ମାନଙ୍କ ମୌଳିକ ଅଧିକାର ଓ କର୍ତ୍ତବ୍ଯ ବିଷୟରେ ଅତି ସୁନ୍ଦର ଭାବେ ଆଲୋଚନା କରିଥିଲେ। ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ କ୍ଷଣପ୍ରଭା କର ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ସମସ୍ତଙ୍କର କି ପ୍ରକାର ଉତ୍ତର ଦାୟିତ୍ୱ ଓ କର୍ତ୍ତବ୍ଯ ଅଛି କବିତା ଆବୃତ୍ତି କରି ସେ ବିଷୟରେ ବୁଝାଇଥିଲେ। ବରିଷ୍ଠ ନାଗରିକ ମାନଙ୍କୁ ଉତ୍ତମ ବ୍ଯବହାର ପ୍ରଦର୍ଶନ କରିବା, ସେମାନଙ୍କର ସେବା ସୂଷୁଶ୍ରା କରିବା ଆଦି ବହୁ ଉପାଦେୟ ବିଷୟରେ ଅତିଥି ମାନେ ପରାମର୍ଶ ଦେଇଥିଲେ। ପୁଅବୋହୂ ମାନେ ବୃଦ୍ଧବୃଦ୍ଧା ପିତାମାତାଙ୍କୁ ନିର୍ଯ୍ୟାତନା ଦେଲେ ଆଇନ୍ ର ବିଭିନ୍ନ ବ୍ଯବସ୍ଥା ସହିତ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ କିପରି ପଦକ୍ଷେପ ଗ୍ରହଣ କରେ ସେ ସମ୍ପର୍କରେ ସୁନ୍ଦର ଆଲୋଚନା ହୋଇଥିଲା। ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ମଛଖଣ୍ଡ ମହୋଦୟା ଅନ୍ତେବାସୀ ମାନଙ୍କ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର ସମାଧାନ ପାଇଁ ଉତ୍ତମ ପରାମର୍ଶ ଦେବା ସହିତ ଆଇନ୍ ସମ୍ପର୍କିତ ସମସ୍ତ ପ୍ରକାର ସେବା ଓ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନର ସାମାଜିକ କର୍ମୀ ପ୍ରମିଳା ମଲ୍ଲିକ, ଗଦାଧର ବିଶ୍ବାଳ ଓ ପ୍ରଶାନ୍ତ ସାହୁ ବରିଷ୍ଠ ନାଗରିକଙ୍କ ପ୍ରତି ସନ୍ତାନ ମାନଙ୍କ କର୍ତ୍ତବ୍ଯ ବିଷୟରେ ଆଲୋଚନା କରିବା ସହିତ ନିଜ ନିଜର ମତାମତ ରଖିଥିଲେ। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲା ବେଳେ ସମର୍ପଣ ସଂପାଦକ ଶ୍ରୀଧର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 17, 2025 November 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?