Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୨୧ତମ ପିଏମ କିଷାନ ଦିବସ ପାଳିତ:ନୟାଗଡ଼ ଜିଲ୍ଲାର ଲକ୍ଷାଧିକ ଚାଷୀଙ୍କ ଆକାଉଣ୍ଟ ଗଲା ୨୨କୋଟିରୁ ଉର୍ଦ୍ଧ ଟଙ୍କା

Published November 19, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲାସ୍ତରୀୟ ୨୧ତମ ପି ଏମ କିଷାନ ଦିବସର ସିଧା ପ୍ରସାରଣ କାର୍ଯ୍ୟକ୍ରମ ନୟାଗଡ଼  କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଏମ୍ବାଟୁର, ତାମିଲନାଡୁ ଠାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ସିଧା ପ୍ରସାରଣ ମାଧ୍ୟମରେ ଚାଷୀମାନଙ୍କୁ ପ୍ରାକୃତିକ କୃଷି ସମ୍ବନ୍ଧରେ ଉଦବୋଧନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଖଣ୍ଡପଡ଼ା  ବିଧାୟକ ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗଦାନ କରି ନୟାଗଡ଼ ଜିଲ୍ଲାର ଚାଷୀ ଭାଇଭଉଣୀମାନଙ୍କୁ ବିଭିନ୍ନ ଚାଷ ସମ୍ବନ୍ଧରେ ଆଲୋକପାତ କରିଥିଲେ। ଏହା ଛଡା ଉକ୍ତ କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଏବଂ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଚାଷୀମାନଙ୍କୁ ବୈଜ୍ଞାନିକ ପଦ୍ଧତିରେ ଚାଷବାସ ଏବଂ ସରକାରଙ୍କ ବିଭିନ୍ନ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ।

ତେବେ ଆଜି ୧କୋଟି ୧୨ହଜାର ୪୨୯ଜଣ ଚାଷୀଙ୍କ ଆକାଉଣ୍ଟକୁ ଆଜି ସିଧାସଳଖ ୨୨କୋଟି ୪୮ଲକ୍ଷ ୫୮ହଜାର ଟଙ୍କା ଯାଇଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମଟି ଉଭୟ କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ ଓ ଜିଲ୍ଲା କୃଷି ବିଭାଗର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଉଦ୍ୟାନ ବିଭାଗର ମୁଖ୍ୟ ଅଧିକାରୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ, ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ, ମୁଖ୍ୟ କୃଷି ଯାନ୍ତ୍ରିକକରଣ ଅଧିକାରୀ ଯୋଗଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଏବଂ ମୁଖ୍ୟ ଡ଼ ଅନିଲ କୁମାର ସ୍ବାଇଁ ପରିଚାଳନା କରିବା ସହିତ ଚାଷୀ ଭାଇଭଉଣୀମାନଙ୍କୁ ଉତ୍ସାହିତ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 19, 2025 November 19, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?