Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କଂଗ୍ରେସ ସାଙ୍ଗଠନିକ ବୈଠକ:ପଞ୍ଚାୟତ ନିର୍ବାଚନ ପୂର୍ବରୁ ରୋଡ ମ୍ୟାପ ପ୍ରସ୍ତୁତି ଆରମ୍ଭ କରୁଛି କଂଗ୍ରେସ

Published November 19, 2025 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବ୍ଲକ ଅନ୍ତର୍ଗତ ନଡ଼ିଆଳି ଗ୍ରାମ ପଞ୍ଚାୟତ ପଲ୍ଲୀଶାସନସ୍ଥିତ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣ ଠାରେ ନୟାଗଡ଼ କଂଗ୍ରେସର ଏକ ସାଙ୍ଗଠନିକ ବୈଠକ ବ୍ଲକ କଂଗ୍ରେସ ସଭାପତି ପୂର୍ବତନ ସରପଞ୍ଚ ଫକୀର ଚରଣ ମଲ୍ଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ୨୦୨୪ ସାଧାରଣ ନିର୍ବାଚନ ପରେ ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଦଳ ପକ୍ଷରୁ ପ୍ରତ୍ୟେକ ପଞ୍ଚାୟତରେ ବୈଠକ ଆୟୋଜନ କରାଯାଇ ପ୍ରତ୍ୟକ୍ଷ ଭାବେ ଜନସାଧାରଣ ମାନଙ୍କ ସହ ଜନସମ୍ପର୍କ ମାଧ୍ୟମରେ ନୂଆ ସଂଗଠନ ଆରମ୍ଭ କରାଯାଇ ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେପି ସହ ପ୍ରତିଦ୍ବନ୍ଦିତା କରିବା ପାଇଁ ରୋଡ଼ମ୍ୟାପ ପ୍ରସ୍ତୁତ କରାଯାଉ ଥିବା କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜିଲ୍ଲା ସଭାପତି ରଣଜିତ ଦାଶ କହିଛନ୍ତି । ନଡ଼ିଆଳି ଭଳି ପଞ୍ଚାୟତ ବିଜେଡି ଦୁର୍ଗରେ କଂଗ୍ରେସ ସଭା ଆୟୋଜନ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି l ପିସିସି ପୂର୍ବତନ ସାଧାରଣ ସମ୍ପାଦକ  ହୁସେନ ଖାଁ ବିଜେପି ସରକାରଙ୍କ ଭୋଟଚୋରି ରୋକିବା ପାଇଁ ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କୁ ସଚେତନ କରି କଂଗ୍ରେସ ସଂଗଠନ ସଶକ୍ତ କରିବା ପାଇଁ ଆହ୍ୱାନ ଦେଇଥିଲେ । ରଣପୁର କଂଗ୍ରେସ ପ୍ରାର୍ଥୀ ବିଭୁ ପ୍ରସାଦ ମିଶ୍ର,ବରିଷ୍ଠ କଂଗ୍ରେସ ନେତା ଲଷ୍ମୀଧର ତ୍ରିପାଠୀ, ବିଶ୍ୱନାଥ ବରାଡ଼, ନକୁଳ ନାୟକ, ପୂର୍ଣ୍ଣଚନ୍ଦ୍ର ସାନ୍ତ, ରବୀନ୍ଦ୍ର କୁମାର ଷଡ଼ଙ୍ଗୀ,ଲିଙ୍ଗରାଜ ରଥ, କୃଷ୍ଣଚନ୍ଦ୍ର ମିଶ୍ର,ଦିଲ୍ଲୀପ ବସନ୍ତିଆ, ଧ୍ରୁବ ବରାଡ଼, କୃଷ୍ଣ ବରାଡ଼, ବାବୁଲି ବରାଡ଼, ଲକ୍ଷ୍ମଣୀ ନାୟକ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବ ରଞ୍ଜନ ସାହୁ, ପ୍ରକାଶ ସ୍ୱାଇଁ,ଦଳିତ ନେତା ଭଗବାନ ମଲ୍ଲିକ, ଜିତେନ୍ଦ୍ର ନାୟକ ଛାତ୍ର କଂଗ୍ରେସ ନେତା ଜୀବନଜ୍ୟୋତି ପ୍ରକାଶ ରାଉତ,ଅମ୍ଲାମ ଅଂଶୁମାନ ସାହୁ ଏବଂ ଅରବିନ୍ଦ ପାଢ଼ୀ ପ୍ରମୁଖ କାର୍ଯ୍ୟକର୍ତ୍ତା ଙ୍କ ସହ ଶତାଧିକ ଦଳୀୟ କର୍ମୀ, ହିଞ୍ଜଳଗାଡ଼ିଆ, ବଢିଆସାହୀ, ନଡ଼ିଆଳି, ଅଶ୍ଵସ୍ଥପଡା,ବାଲିପାଟଣା, ଗବନଳ, ମାଛିପଡ଼ା, ସିପାହୀ ଅସୁରଢିପା ଗ୍ରାମବାସୀ ଜନସାଧାରଣ ଏହି ବୈଠକ ରେ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 19, 2025 November 19, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?