Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରୋଟାରୀ କ୍ଲବ ନୟାଗଡ଼ର ପ୍ରେରଣାଦାୟୀ କାର୍ଯ୍ୟ: ମେଧାବୀ ଛାତ୍ରଙ୍କୁ ପ୍ରୋତ୍ସାହନର ହାତ ବଢାଇଲା ରୋଟାରୀ କ୍ଲବ

Published November 20, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଇକୋନୋମିକ୍ସି ବିଭାଗର ଦ୍ୱିତୀୟ ବର୍ଷ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରିଛି ନୟାଗଡ଼ ରୋଟାରୀ କ୍ଳବ୍। ଆଜି ରୋଟାରୀ କ୍ଳବର ସଭାପତି ବସିରନ ବିବି, ରୋଟାରୀ କ୍ଲବ ଉପସଭାପତି ମଦନ ମୋହନ ମହାପାତ୍ର ଏବଂ ସଂପାଦକ ଅବିନାଶ ସାହୁ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟକୁ ଗସ୍ତ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ବିପିନ ବିହାରୀ ପଟ୍ଟନାୟକଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିବା ସହ ଦ୍ୱିତୀୟ ବର୍ଷର ମେଧାବୀ ଛାତ୍ରୀ ରଶ୍ମିତା ପରିଡ଼ାଙ୍କୁ ୧୦ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ । ସୂଚନାନୁସାରେ, ମେଧାବୀ ଛାତ୍ରୀ ରଶ୍ମିତାଙ୍କ ବାପାଙ୍କ ଦେହାନ୍ତ ହେବା ପରେ ପାଠପଢ଼ା ଖର୍ଚ୍ଚ ପାଇଁ ବିଭିନ୍ନ ପ୍ରକାରର ଅସୁବିଧା ସୃଷ୍ଟି ହୋଇଥିଲା ହେଉଥିଲା । ଉକ୍ତ ଖବରଟି ରୋଟାରୀ କ୍ଲବ୍ ପାଖରେ ପହଞ୍ଚିବା କ୍ଷଣି ରୋଟାରୀ କ୍ଳବ୍ ପ୍ରୋତ୍ସାହନ ରାଶିର ହାତ ବଢ଼ାଇଥିଲେ। ଏବଂ ଆଗାମୀ ଦିନରେ ରଶ୍ମିତାଙ୍କ ପାଠପଢ଼ା ର ଦାୟୀତ୍ଵ ରୋଟାରୀ କ୍ଲବ୍ ନେବା ପାଇଁ ପ୍ରସ୍ତୁତ ଅଛି ବୋଲି ସଭାପତି ବସିରନ ବିବି ସୂଚନା ଦେଇଛନ୍ତି। ଛାତ୍ରୀଙ୍କୁ ପ୍ରୋତ୍ସାହନର ହାତ ବଢ଼ାଇବା ସମୟରେ ଅଧ୍ୟାପକ ଦିଲ୍ଲୀପ ମିଶ୍ର, ଆଶୁତୋଷ ମିଶ୍ର ଉପସ୍ଥିତ ଥିଲେ ଏବଂ ରୋଟାରୀ କ୍ଲବର ଏହି ଛୋଟିଆ ପ୍ରୟାସକୁ ଅଧ୍ୟକ୍ଷ, ଅଧ୍ୟାପକ/ଅଧ୍ୟାପିକା ଓ ଶୁଭେଚ୍ଛୁ ମାନେ ପ୍ରସଂଶା କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 20, 2025 November 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?