Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟ ସ୍ତରୀୟ “ଉଡାନ” କ୍ୟାମ୍ପରେ ସମ୍ମାନିତ ହେଲେ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ

Published November 20, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଓଡ଼ିଶାରେ ଭାରତ ସ୍କାଉଟ ଗାଇଡ଼ ତରଫରୁ ଭୁବନେଶ୍ୱର ସ୍କାଉଟ ଗାଇଡ଼ର ମୁଖ୍ୟ କାର୍ଯ୍ୟାଳୟରେ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ “ଉଡାନ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇ ଆସୁଅଛି । ଏହି “ଉଡାନ୍” କ୍ୟାମ୍ପ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ୍ ହୋଇଥିଲେ । ଉକ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଆଦିବାସୀ ନୃତ୍ୟ ମାଧ୍ୟମରେ ପାଠ ପଢିବା, ମଦ ଛାଡିବା ସହିତ ଜଙ୍ଗଲ ନିଜ ମାଟି ମା ହୋଇଥିବାରୁ ଜଙ୍ଗଲ ସୁରକ୍ଷା କରିବା ଭଳି ସଚେତନତା ବାର୍ତ୍ତା ପ୍ରେରଣ କରି ପ୍ରଶଂସିତ ହୋଇଥିଲେ।

ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ସ୍କାଉଟ ଗାଇଡର ଛାତ୍ରଛାତ୍ରୀ ସଚେତନତା ବାର୍ତ୍ତା ମାଧ୍ୟମରେ ସମାଜକୁ ଦିଗ୍ ଦର୍ଶନ ଦେଈ ଆସୁଥିବା ଯୋଗୁଁ “ଉଡାନ୍” କ୍ୟାମ୍ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିରେନ୍ଦ୍ର କୁମାର କୋରକୋରା ଛାତ୍ରଛାତ୍ରୀ ଓ ସ୍କାଉଟ୍ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କୁ ଟ୍ରଫି ଦେଈ ସମ୍ବର୍ଦ୍ଧିତ କରିଥିଲେ । ଏହାସହିତ ଭାରତ ସ୍କାଉଟ ଏବଂ ଗାଇଡ଼ ର ଉପସଭାପତି ତଥା ଓଡିଶା ରାଜ୍ୟ ଭାରତ ସ୍କାଉଟ ଏବଂ ଗାଇଡ଼ ର ମୁଖ୍ୟ କମିଶନର ଡ଼ କାଳିପ୍ରସାଦ ମିଶ୍ର ଏବଂ ଓଡିଶା ଭାରତ ସ୍କାଉଟ ଗାଇଡ଼ର ରାଜ୍ୟ ସମ୍ପାଦକ ଶରତ ଚନ୍ଦ୍ର ପାଇକରାୟ ଉକ୍ତ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟା ରାଣୀ ନାୟକଙ୍କୁ ସ୍ବର୍ଣ୍ଣ ପଦକ ସହିତ ଅଙ୍କିତା ନାୟକଙ୍କୁ ରୌପ୍ୟ ପଦକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି।

ଉକ୍ତ ବିଦ୍ୟାଳୟର ସ୍କାଉଟ ଶିକ୍ଷକ ଶ୍ରୀଯୁକ୍ତ ସାହୁ, ଅବନ୍ତୀ ବେହେରା, ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଓଡଗାଁ ଗୋଷ୍ଠି ଶିକ୍ଷାଧିକାରୀ ପିଣ୍ଟୁ କୁମାର ପ୍ରଧାନ, ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ରାଜକିଶୋର ସାହୁ ଓ ରଘୁନାଥ ମଲ୍ଲିକ, ଜିଲ୍ଲା ଭାରତ ସ୍କାଉଟ ଗାଇଡ଼ର ସଭାପତି ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ, ବନଲତା ବେହେରା ଓ ସନ୍ଧ୍ୟାରାଣୀ ରାଉତ ଏବଂ ଜିଲ୍ଲା ଭାରତ ସ୍କାଉଟ ଗାଇଡ଼ ସମ୍ପାଦକ ତଥା ଜିଲ୍ଲା ଶାରୀରିକ ନିରୀକ୍ଷକ ଅନିଲ କୁମାର ଦାଶ ସମସ୍ତ ସ୍କାଉଟ ଗାଇଡ଼ ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛାବାର୍ତ୍ତା ପ୍ରଦାନ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 20, 2025 November 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?