Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାମ୍ବାଦିକ ପ୍ରଭାତ ବରାଡ଼ଙ୍କୁ ମରଣାନ୍ତକ ଆକ୍ରମଣ:ଥାନାରେ ଅଭିଯୋଗ

Published November 20, 2025 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଭାପୁର ବ୍ଲକର ଧରିତ୍ରୀ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ୪୮-ରାଜ୍ୟ ରାଜପଥର ଫତେଗଡ଼-ବିଜିପୁର ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା । ଭାପୁର ବ୍ଲକର ଧରିତ୍ରୀ ସାମ୍ବାଦିକ ପ୍ରଭାତ ବରାଡ଼ ଖବର ପାଇ ଖବର ସଂଗ୍ରହ କରିବାକୁ ଯାଇଥିଲେ । ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ଫଟୋ ଉଠାଇ ଖବର ସଂଗ୍ରହ କରୁଥିବା ସମୟରେ ବିଜିପୁର ଲହଙ୍ଗାସାହିର ଲକ୍ଷ୍ମୀଧର ନାୟକ ହଠାତ୍ ଆସି ସାମ୍ୱାଦିକ ପ୍ରଭାତଙ୍କୁ ମାଡ଼ ମାରିବା ସହ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ଜୀବନରୁ ମାରିଦେବା ଉଦ୍ୟମ କରିଥିଲେ । ଏବଂ ପ୍ରଭାତ ପିନ୍ଧିଥିବା ସୁନା ଚେନ୍ ଦୃବୁତ ଜଣଙ୍କ ଛିଣ୍ଡାଇ ନେଇଥିବା ନେଇ ସାଙ୍ଘାତିକ ଅଭିଯୋଗ କରିଛନ୍ତି । କାର୍ଯ୍ୟରତ ସାମ୍ବାଦିକଙ୍କୁ ସର୍ବ ସମ୍ମୁଖରେ ମରଣାନ୍ତକ ଆକ୍ରମଣ କରିବା ଓ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ଫଳରେ ଜଣେ ଦକ୍ଷ ସାମ୍ବାଦିକଙ୍କ ମାନ ସମ୍ମାନ ହାନି ହେବା ସହ ଏତେ ବଡ ଗଣମାଧ୍ୟମ ସଂସ୍ଥାର ସମ୍ମାନ ହାନି ହୋଇଥିବା ନେଇ ସାମ୍ବାଦିକ ପ୍ରଭାତ ବରାଡ଼ ଫତେଗଡ ଥାନାରେ ଅଭିଯୋଗ କରିଛନ୍ତି । ପ୍ରଭାତ ଆହାତ ହୋଇ ଭାପୁର ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି ।ସେପଟେ କାର୍ଯ୍ୟରତ ସାମ୍ବାଦିକକୁ ମରଣାନ୍ତକ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ଅଭିଯୁକ୍ତ ତୁରନ୍ତ ଗିରଫ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 20, 2025 November 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?