Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପଞ୍ଚାୟତ ସମିତି ସାଧାରଣ ଅଧିବେଶନ:ବକେୟା ବିଲ୍, ହରିଶ୍ଚଚନ୍ଦ୍ର ସହାୟତା ଓ ଆଲୋକି କରଣ ଅବ୍ୟବସ୍ଥାକୁ ନେଇ ହଟ୍ଟଗୋଳ

Published November 21, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପଞ୍ଚାୟତ ସମିତି ଏକାଦଶ ସାଧାରଣ ଅଧିବେଶନ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକାଦଶ  ସାଧାରଣ ଅଧିବେଶନରେ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ କୁମାର ମହାପାତ୍ର, ସରୋଜ କୁମାର ରଣସିଂ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ପ୍ରମୂଖ ଉପସ୍ଥିତ ରହିଥିଲେ । ନୟାଗଡ଼ ବିଡିଓ ଐଶ୍ଵର୍ଯ୍ୟା ଭୁୟାଁ ବୈଠକ ପରିଚାଳନା କରିଥିଲେ । ଗୃହ ଆରମ୍ଭରୁ ବକେୟା ବିଲ୍ କୁ ନେଇ ହଟ୍ଟଗୋଳ ହୋଇଥିଲା। ବିଭିନ୍ନ ସରକାରୀ ଯୋଜନା ଅର୍ଥକୁ କିଭଳି ସଠିକ ଭାବେ ବ୍ୟୟ କରାଯିବ, ସେ ନେଇ ଆଲୋଚନା ରଖିଥିଲେ । ସାମୁହିକ ଭିତ୍ତିଭୂମୀ ସୃଦୃଢ଼ କରିବା ସହ ଜନହିତକର ଯୋଜନା ସଠିକ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ୨୦ ଦିନ ବାଦ ନୟାଗଡ଼ ବ୍ଲକର ସମସ୍ତ କାର୍ଯ୍ୟର ସମୀକ୍ଷା କରିବେ ବୋଲି କହିଥିଲେ । ଏହି ବୈଠକରେ ପୂର୍ବ ବୈଠକ ବିବରଣୀ ଉପସ୍ଥାପନ ସମୟରେ ବାଲୁଗାଁ ସରପଞ୍ଚ ମନୋଜ କୁମାର ନାୟକ ବିଭିନ୍ନ ପଞ୍ଚାୟତରେ ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ ଗୁଡ଼ିକ ଅଚଳ ହୋଇପଡ଼ିଥିବା ଦର୍ଶାଇ କ୍ଷୋଭ ପ୍ରକାଶ କରିଥିଲେ ।

ଏହା ସହିତ ହରିଶ୍ଚନ୍ଦ୍ର ଯୋଜନାରେ ହିତାଧିକାରୀମାନେ ସହାୟତା ପାଇ ପାରୁନଥିବା ମଧ୍ୟ ଅଭିଯୋଗ କରିଥିଲେ । ଏହା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । କିଭଳି ହିତାଧିକାରୀଙ୍କୁ ସଠିକ ସମୟରେ ସହାୟତା ମିଳିବ, ସେ ନେଇ ଆଲୋଚନା ହୋଇଥିଲା । ବାଲୁଗାଁ ସ୍ୱାସ୍ଥ୍ୟକେନ୍ଦ୍ର ନୂତନ ଗୃହ କାର୍ଯ୍ୟକାରୀ କରିବା ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ବ୍ଲକର ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର କର୍ମଚାରୀ, ନିର୍ବାହୀ ଯନ୍ତ୍ରୀ,କନିଷ୍ଠ ଯନ୍ତ୍ରୀ, ବିଭିନ୍ନ ପଞ୍ଚାୟତ ସରପଞ୍ଚ ଏବଂ ସମିତି ସଭ୍ୟ/ସଭ୍ୟା ଯୋଗ ଦେଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 21, 2025 November 21, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?