Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ବରିଷ୍ଠ ନାଗରିକ ମଞ୍ଚ ସାଧାରଣ ସଭା;ପାଠ ପଢ଼ା ଭିତରେ ମୂଲ୍ୟବୋଧ ପଢ଼େଇବାର ଆବଶ୍ୟକ:ଅରୁଣ

Published November 22, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବରିଷ୍ଠ ନାଗରିକ ମଞ୍ଚ ସାଧାରଣ ସଭା ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପ୍ରତାପ ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ତାଙ୍କ ବକ୍ତବ୍ୟରେ, ବାର୍ଦ୍ଧକ୍ୟ ଅଭିଜ୍ଞତାର ଗନ୍ତାଘର ହୋଇଥିବା ବେଳେ ତାହା ଅଭିଶାପ ପାଲଟି ଯାଉଛି। ଭିତ୍ତିଭୂମୀ ବିକାଶ ହୋଇଛି, ବୌଦ୍ଧିକ ବିକାଶ ହୋଇପାରୁ ନାହିଁ।  ପାଠ ପଢ଼ା ଭିତରେ ମୂଲ୍ୟବୋଧ ପଢ଼େଇବାର ଆବଶ୍ୟକ। ବରିଷ୍ଠ ନାଗରିକ ମଞ୍ଚ ସଭାପତି ତାଙ୍କ ବ୍ୟକ୍ତବ୍ୟରେ ପ୍ରଶାସନ, ସାମାଜିକ ସୁରକ୍ଷା ବିଭାଗ ଓ ଲୋକ ସମ୍ପର୍କ ବିଭାଗ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ସରକାରୀ କାର୍ଯ୍ୟକ୍ରମରେ ସଂଗଠନକୁ ଅଣଦେଖା କରୁଥିବା ନେଇ କ୍ଷୋଭ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବୈଠକରେ ସମ୍ପାଦକ ଲୋକନାଥ ପାତ୍ର ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ବରିଷ୍ଠ ସଦସ୍ୟ ବିଶ୍ଵନାଥ ନାୟକଙ୍କ ବରିଷ୍ଠ ନାଗରିକ ମଞ୍ଚ ଗଠନ ଇତିହାସ ସମ୍ପର୍କରେ ସୂଚନା ଦେଇଥିଲେ। ଏହା ସହିତ ବିଗତ ୨୦ ବର୍ଷ ମଧ୍ୟରେ ନୟାଗଡ଼ରେ ହୋଇଥିବା ବିକାଶ ମୂଳକ କାର୍ଯ୍ୟ ସଂପର୍କରେ ସୂଚନା ଦେବା ସହ ଏହାର ଶ୍ରେୟ ନୟାଗଡ଼ ବିଧାୟକଙ୍କୁ ଦେଇଥିଲେ। ସମେତ ଶତାଧିକ ସଦସ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ପୁରାତନ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha November 22, 2025 November 22, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ:ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ:ଝିଅ ଦେଲା ମୁଖାଗ୍ନି

Odisha Lekha July 7, 2026
ସ୍ୱତନ୍ତ୍ର ଖବର

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Odisha Lekha July 5, 2026
ସ୍ୱତନ୍ତ୍ର ଖବର

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Odisha Lekha July 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?