Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମୁକ୍ତି ସଂଗଠନ ପକ୍ଷରୁ ମଣିଭଦ୍ରା ଯାତ୍ରା ପଡ଼ିଆ ସଫେଇ

Published November 26, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନଭେମ୍ୱର ୨୩ତାରିଖରୁ ଆରମ୍ଭ ହୋଇଛି ମା କଳାପାଟ ଯାତ୍ରା । ଏହି ଯାତ୍ରା ଚାରିଦିନ ଧରି ଅନୁଷ୍ଠିତ ହେଉଅଛି । ଆଜି ହେଇଛି ଉଦଯାପନୀ ଦିବସ । ମା କଳାପାଟ ଯାତ୍ରା(ମଣିଭଦ୍ରା ଯାତ୍ରା) ଲକ୍ଷାଧିକ ଜନସଧାରଣଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି । ଯାତ୍ରାରେ ବିଭିନ୍ନ ପ୍ରକାରର ଦୋଳି, ଦୋକାନ ବଜାର ଖୋଲା ହୋଇଥିବା ବେଳେ ଚଟପଟି ଖାଦ୍ୟର ମଜ୍ଜା ଉଠାଉଛନ୍ତି ଦର୍ଶକ ।

ଯାତ୍ରା ପଡ଼ିଆରେ ଲକ୍ଷାଧିକ ଜନସାଧାରଣ ଚଟପଟି ଖାଦ୍ୟ ବ୍ୟବହାର କରିବା ପରେ ତଳେ ପକାଉଥିବା ଆବର୍ଜନା ଠୁଙ୍ଗା, ପ୍ଲେଟ୍, ଗ୍ଲାସ୍ ଇତ୍ୟାଦି ଅଳିହା ଆବର୍ଜନା ପଡିଥିବା ଦେଖିବାକୁ ପାଇଥିଲେ କଟକ ଜିଲ୍ଲା ନରସିଂହପୁର ବ୍ଲକ ଅଞ୍ଚଳରୁ ଆସିଥିବା ମୁକ୍ତି ସଂଗଠନ । ଅଳିହା ଆବର୍ଜନା ଦେଖି ମୁକ୍ତି ସଂଗଠନ ପକ୍ଷରୁ ସମସ୍ତେ ଏକତ୍ରିତ ହୋଇ ସଫେଇ କରିବା ଆରମ୍ଭ କରିଥିଲେ ।ମୁକ୍ତି ସଂଗଠନର ଏପରି କାର୍ଯ୍ୟକୁ ସ୍ଥାନୀୟ ଜନସଧାରଣ ପ୍ରସଂସା କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 26, 2025 November 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?