Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆକ୍ସନ ମୁଡ଼ରେ କଟକ ଜିଲ୍ଲାପାଳ:ଜନ ଶୁଣାଣୀ ଅଭିଯୋଗ କାର୍ଯ୍ୟକାରୀ ନକରିବାରୁ ଦରମା ବନ୍ଦ କାର୍ଯ୍ୟାନୁଷ୍ଠାନ

Published November 27, 2025 ରାଜ୍ୟ ଖବର
SHARE

ଓଡ଼ିଶା ଲେଖା ଅଫିସ୍: ଜିଲ୍ଲାପାଳ ହେବ ତ ଏମିତି । ତାଗିଦ୍ ନୁହେଁ ସିଧାସଳଖ କାର୍ଯ୍ୟାନୁଷ୍ଠାନ। ପୁଣି ତଳ ତଳିଆ କର୍ମଚାରୀଙ୍କ ଉପରେ ନୁହେଁ ଖୋଦ୍ ବଡ଼ ବଡ଼ିଆ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭଉସାହେବ୍ ସିନ୍ଧେ। ଜିଲ୍ଲାପାଳଙ୍କ ଏଭଳି ପଦକ୍ଷେପ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ହଁ ଆଜ୍ଞା, ବଡ଼ ବଡ଼ ଅଧିକାରୀ ମାନେ ଲୋକଙ୍କ ଅଭିଯୋଗର କାର୍ଯ୍ୟକାରୀ କରୁନଥିବାର ଜିଲ୍ଲାପାଳଙ୍କ ପାଖକୁ, ସେହି ଅଭିଯୋଗ ଗୁଡ଼ିକ ବାରମ୍ବାର ଆସୁଛି । ତେଣୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସିନ୍ଧେ ବାଧ୍ୟ ହୋଇ ଦରମା ବନ୍ଦ କରି କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।

ଆଠଗଡ଼ ଉପ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଡିସିପି କଟକ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ, ଟିପିସିଓଡିଏଲ୍ ଓ ସେଶୁ, ସିଏମସି କମିଶନର, ଏସସ୍ପି, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶ୍ରମ ଅଧିକାରୀ, ପୂର୍ତ୍ତ ବିଭାଗ ଓ ତହସିଲଦାର, ବିଡ଼ିଓ ମାନଙ୍କ ସହ ୯୧ଜଣଙ୍କ ଦରମା ବନ୍ଦ କରିଛନ୍ତି କଟକ ଜିଲ୍ଲାପାଳ । ଜନ ଶୁଣାଣୀ ଅଭିଯୋଗ ଗୁଡ଼ିକ ତୁରନ୍ତ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଛନ୍ତି । ଜିଲ୍ଲାପାଳଙ୍କ ଏଭଳି ପଦକ୍ଷେପକୁ ଜନସାଧାରଣରେ ପ୍ରଶଂସା କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 27, 2025 November 27, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?