Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୧୪ବର୍ଷର ସଂଘର୍ଷ ପରେ ବି ମିଳୁନି ନ୍ୟାୟ:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁରେଶନଙ୍କ ଆମରଣ ଅନଶନ

Published November 28, 2025 ଶିକ୍ଷା ଓ ନିଯୁକ୍ତି ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ୧୪ବର୍ଷର ସଂଘର୍ଷ ପରେ ବି ମିଳୁନି ନ୍ୟାୟ । ହରାଇ ଥିବା ନିଯୁକ୍ତି ଫେରି ପାଇବା ପାଇ ଆମରଣ ଅନଶନରେ ନୂଆଗାଁ ବ୍ଲକ୍ ବରକୋଳା ଗ୍ରାମର ସୁରେଶନ ନାୟକ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ୩ଦିନରେ ପହଞ୍ଚିଲାଣି କିନ୍ତୁ ସମସ୍ୟାର ସମାଧାନ କଣ ହେବ ତାଙ୍କୁ ବିଭିନ୍ନ ପ୍ରକାରର ଧମକ ଦିଆଯାଉଥିବା ଓ ଚାପ ପକାଯାଉଥିବା ନେଇ ସାଙ୍ଘାତିକ ଅଭିଯୋଗ ଆଣଛନ୍ତି ସୁରେଶନ୍ ନାୟକ। ସୂଚନାନୁସାରେ, ୨୦୦୮ ମସିହାରେ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ସେ ଜିଆର୍‌ଏସ୍ ପଦବୀ ପାଇଁ ଆବେଦନ କରିଥିଲେ । ଶୁରସେନଙ୍କ ନାଁ ଚୂଡ଼ାନ୍ତ ତାଲିକାର ତୃତୀୟ ସ୍ଥାନରେ ରହିଥିଲା । ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଥିବା ପ୍ରାର୍ଥୀ ଚାକିରୀ ନକରିବାରୁ ଶୁରସେନ୍ ଚାକିରୀ ପାଇବା ପାଇଁ ହକଦାର ରହିଥିଲେ । ଏହାକୁ ନେଇ ତତ୍କାଳୀନ କାପ୍ତାପଲ୍ଲୀ ସରପଞ୍ଚ ତାଙ୍କୁ ଅସ୍ଥାୟୀ ଭାବେ ମଧ୍ୟ ପଞ୍ଚାୟତରେ କାର୍ଯ୍ୟ କରାଇଥିଲେ । ଦୀର୍ଘ ୧୦ ମାସ ଧରି ସେ କାର୍ଯ୍ୟ କରିଥିଲେ ମଧ୍ୟ ତାଙ୍କୁ ନିଯୁକ୍ତି ମିଳିବା ବଦଳରେ ବାହାର କରି ଦିଆଯାଇଥିଲା ।

ଏହାକୁ ନେଇ ଶୁରସେନ୍ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ । ଉଚ୍ଚ ନ୍ୟାୟାଳୟ ୨୦୧୧ ମସିହାରେ ତାଙ୍କୁ ନିଯୁକ୍ତି ଦେବାକୁ ଜିଲ୍ଲା ପ୍ରଶାସନ ତଥା ତତ୍କାଳୀନ ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରାନଯିବାରୁ, ସେ ପୁଣି ରିଟ୍ ପିଟିସନ୍ ଦାଖଲ କରିଥିଲେ । ପୁର୍ନବାର ଉଚ୍ଚ ନ୍ୟାୟାଳୟ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦୀର୍ଘ ୧୪ ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଶୁରସେନଙ୍କୁ ନିଯୁକ୍ତି ମିଳିପାରିନାହିଁ । ଅସହାୟ ଓ ଦଳିତ ହୋଇଥିବାରୁ ତାଙ୍କ କଥାକୁ କୈାଣସି ପ୍ରଶାସନିକ ଅଧିକାରୀ କର୍ଣ୍ଣପାତ କରୁନଥିବା ଶୁରସେନ କହିଛନ୍ତି । ଫଳରେ ୩ ଦିନ ହେଲା ଶୁରସେନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆମରଣ ଅନଶନରେ ବସିଥିବା ଦେଖାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 28, 2025 November 28, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?