Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ :ଖୋଲିଲା କର୍କଟ ରୋଗର ସ୍କ୍ରିନିଂ ଓ ପରାମର୍ଶ କକ୍ଷ

Published November 29, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏଣିକି ମିଳିବ ଉତ୍ତମ ସ୍ୱାସ୍ଥ୍ୟ ସେବା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପାଞ୍ଚ ମହଲା ବିଲ୍ଡିଂର ପ୍ରଥମ ମହଲାରେ ସ୍ପର୍ଶ ହେଲଥ୍ କେୟାର ଦ୍ୱାରା କର୍କଟ ରୋଗର ସ୍କ୍ରିନିଂ, ପରାମର୍ଶ ଏବଂ ବର୍ହିବିଭାଗ ଚିକିତ୍ସାର ସୁବିଧା ସୁଯୋଗ ପାଇଁ ଆଜି ଏହାର ବର୍ହିବିଭାଗ(ଓପିଡି) ର ଶୁଭାରମ୍ଭ କରାଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍କଟ ରୋଗର ସ୍କ୍ରିନିଂ, ପରାମର୍ଶ ଏବଂ ବର୍ହିବିଭାଗ ଶୁଭ ଉଦ୍ଘାଟନ କରିଛନ୍ତି । କର୍କଟ ସମ୍ବନ୍ଧୀୟ ସେବାକୁ ବୃଦ୍ଧି କରିବା ଏବଂ ଏହି ଅଞ୍ଚଳର ରୋଗୀମାନଙ୍କ ପାଇଁ ଉତ୍ତମ ସୁବିଧା ସୁଯୋଗ ଯୋଗାଇଦେବା ଏହାର ମୁଖ୍ୟ ଉଦେଶ୍ୟ ରହିଛି।

ଏହି ପଦକ୍ଷେପ ଚିକିତ୍ସା ସେବା କ୍ଷେତ୍ରରେ ନିରନ୍ତର ଉନ୍ନତି ଆଣିବା ଏବଂ ସମାଜରେ କ୍ଲିନିକାଲ୍ ସେବାକୁ ସଶକ୍ତ କରିବା ପାଇଁ ସ୍ପର୍ଶ ହେଲଥ୍ କେୟାର ଲକ୍ଷ୍ୟ ଧାର୍ଯ୍ୟ କରିଛି । ସ୍ପର୍ଶ ହେଲଥ୍ କେୟାର ଏଭଳି ପଦକ୍ଷେପକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ ସୁଶାନ୍ତ କୁମାର ଦାସଙ୍କ ତତ୍ଵବଧାନ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ପର୍ଶ ହସ୍ପିଟାଲ୍‌ର ପ୍ରତିଷ୍ଠାତା ଏବଂ ମୁଖ୍ୟ ପରିଚାଳନା ଅଧ୍ଯକ୍ଷ ଡ଼ ପ୍ରିୟବତ ଧୀର, ଜିଏମ୍ ସୈାମେନ୍ଦ୍ର ମିଶ୍ରଙ୍କ ସହ ସ୍ଥାନୀୟ କର୍ମଚାରୀ ରବୀନ୍ଦ୍ର କୁମାର ଦାଶ ପ୍ରମୂଖ ଉପସ୍ଥିତ ରହିଥିଲେ । ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha November 29, 2025 November 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?