Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାପୁର ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ଆରକ୍ଷୀ ଅଧିକ୍ଷକଙ୍କ ହସ୍ତକ୍ଷେପ ପରେ ଧାରଣା ପ୍ରତ୍ୟାହୃତ

Published December 3, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼,(ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଭାପୁର ସାମ୍ବାଦିକ ପ୍ରଭାତ କୁମାର ବରାଡ଼ଙ୍କୁ ଆକ୍ରମଣ ଘଟଣାରେ ପୁଲିସର ନୀରବତା ଓ ପକ୍ଷପାତିତାକୁ ନେଇ ଆଜି ଦ୍ୱିତୀୟ ସାମ୍ବାଦିକମାନେ ନୟାଗଡ଼ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ ସାମ୍ବାଦିକମାନଙ୍କୁ ଆଲୋଚନା ପାଇଁ ନିମନ୍ତ୍ରଣ କରିଥିଲେ । ସାମ୍ବାଦିକଙ୍କ ପକ୍ଷରୁ ପ୍ରତିନିଧି ମଣ୍ଡଳୀରେ ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, ସମ୍ପାଦକ ଅନୀଲ କୁମାର ପଣ୍ଡା, ନବକିଶୋର ମିଶ୍ର, ରାମକୃଷ୍ଣ ରଥ, ଶୁଭେନ୍ଦ୍ର କୁମାର ପଟ୍ଟନାୟକ, ଜୟେନ୍ଦ୍ର ବେହେରା, ଗୀତିକାନ୍ତ ପଣ୍ଡା ପ୍ରମୂଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଆରକ୍ଷୀ ଅଧିକ୍ଷକ ସମସ୍ତ ବିଷୟ ଶୁଣିବା ପରେ ଫତେଗଡ଼ ଥାନା ଅଧିକାରୀଙ୍କୁ ଅଭିଯୁକ୍ତକୁ ଥାନାକୁ ଡାକି ଏହି ମାମଲା ଉପରେ ଆଲୋଚନା କରିବାକୁ ପରାମର୍ଶ କରିଥିଲେ । ଆଇନ ଅନୁସାରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ ।

ଯାହାକୁ ନେଇ ସାମ୍ବାଦିକମାନେ ଆନ୍ଦୋଳନ ପତ୍ୟାହୃତ କରିଥିଲେ । ସଂନ୍ଧ୍ୟାରେ ଫତେଗଡ଼ ଥାନା ଅଧିକାରୀ ପଞ୍ଚାନନ ବେହେରାଙ୍କ ଉପସ୍ଥିତିରେ ଆଲୋଚନା କରାଯାଇ ଘଟଣାର ସମାଧାନ ହୋଇଥିବା ସୂଚନା ମିଳିଛି । ଏଠାରେ ପ୍ରକାଶ ଯୋଗ୍ୟ, ଗତ ୨୦ ତାରିଖ ସଂନ୍ଧ୍ୟାରେ ଏକ ଦୁର୍ଘଟଣା ଜନିତ ଖବର ସଂଗ୍ରହ ସମୟରେ ଭାପୁର ବ୍ଲକ ବିଜିପୁରଠାରେ ନିକଟସ୍ଥ ଲହଙ୍ଗାପଲ୍ଲୀ ଗ୍ରାମର ଲକ୍ଷ୍ମୀଧର ନାୟକ ସାମ୍ବାଦିକ ପ୍ରଭାତଙ୍କୁ ଆକ୍ରମଣ କରିଥିଲେ । ଏହି ଆକ୍ରମଣ ଘଟଣାକୁ ନେଇ ପ୍ରଭାତ ଫତେଗଡ଼ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ ପୁଲିସ ଏକ ମାମଲା ରୁଜୁ କରି ଚୁପ ବସିଛି । ଜାଣିଶୁଣି ଅଭିଯୁକ୍ତ ବିରୁଦ୍ଧରେ କୋହଳ ଦଫା ଲଗା ଯାଇଥିଲା । ଏହା ସହିତ ଅଭିଯୁକ୍ତ ଏତଲା ଆଧାରରେ ସାମ୍ବାଦିକଙ୍କ ନାଁରେ ମିଥ୍ୟା ମାମଲା ରୁଜୁ କରାଯାଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 3, 2025 December 3, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?