Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାହିତ୍ୟ ସାରଥୀ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ପ୍ରତାପ

Published July 28, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା):  ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ସଂଗଠନ ତରଫରୁ ନେସନାଲ କନଫରେନ୍ସ -୨୦୨୫ ପ୍ରତିଭା ସମ୍ମାନ ଓ ସାରସ୍ବତ ସମ୍ମାନ ସମାରୋହ ଉତ୍ସବ ପୁରୀ ସଂସ୍କୃତି  ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ସଂଗଠନର ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ, ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା କରାଯାଇଛି । ତତ୍ ସହ ଆଦର୍ଶ ଶିକ୍ଷକ ଓ ଯୁବ ଲେଖକ କବି ଭାବରେ ବେଶ୍ ଜଣଶୁଣା ବୋଲି ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ସଂଗଠନ ତରଫରୁ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ଉପସ୍ଥାପନା କରିଥଲେ। ମୁଖ୍ୟ ଅତିଥି ହରିହର କାନୁନଗୋ ତିରୁପତି ବିଶ୍ବ ବିଦ୍ୟାଳୟ କୁଳପତି ଓ ଶଶଧର ପଣ୍ଡା ଶିକ୍ଷାବିତ୍, ଶ୍ରୀକାନ୍ତ ଗୌତମ ରଥ ଚଳଚ୍ଚିତ୍ର ସଙ୍ଗୀତ ନିର୍ଦ୍ଦେଶକ, ପ୍ରିୟମ୍ବଦା ଦାସ ପ୍ରବଚିକା,ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ଓ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ମଞ୍ଚ ପରିଚାଳନା  ଓ ଧନ୍ୟବାଦ ଅର୍ପଣ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
odishalekha July 28, 2025 July 28, 2025
Share This Article
Facebook Twitter Whatsapp Whatsapp
What do you think?
Love1
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?