Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ସ୍ତରୀୟ ମାର୍ଗଦର୍ଶନ କମିଟି ବୈଠକ:ବ୍ରାଣ୍ଡିଂ ଏବଂ ପ୍ୟାକେଜିଙ୍ଗ ଗୁରୁତ୍ବ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

Published December 5, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ମାର୍ଗଦର୍ଶନ କମିଟିର ଏକ ମହତ୍ତ୍ୱପୂର୍ଣ୍ଣ ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ଜିଲ୍ଲାରୁ ଉତ୍ପାଦିତ ଦ୍ରବ୍ୟ ଗୁଡ଼ିକର ବ୍ରାଣ୍ଡିଂ ଏବଂ ପ୍ୟାକେଜିଙ୍ଗ ଉପରେ ବିଚାର ବିମର୍ଶ କରାଯାଇଥିଲା । ମୁମ୍ବାଇ ସ୍ଥିତ ଭାରତୀୟ ପ୍ୟାକେଜିଙ୍ଗ ସଂସ୍ଥାନର ଯୁଗ୍ମ ନିର୍ଦ୍ଦେଶକ ସୁବୋଧ କେ ଯୁଇକର ବିଶେଷଜ୍ଞ ଭାବେ ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗ ଦେଇ କମିଟିର ଉଚିତ୍ ମାର୍ଗଦର୍ଶନ କରିଥିଲେ ।  ବ୍ରାଣ୍ଡର ଆକର୍ଷଣୀୟ ଡିଜାଇନ୍ ପ୍ରତି ଗୁରୁତ୍ବ ଦେବା ସହିତ ଆଗାମୀ ଦିନରେ ଯେପରି ବ୍ରାଣ୍ଡର ଅପବ୍ୟବହାର ନ ହୁଏ ସେଥି ପ୍ରତି ସଜାଗ ରହିବାକୁ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ପରାମର୍ଶ ଦେଇଛନ୍ତି  ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 5, 2025 December 5, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?