Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍: ଓଡ଼ିଶା ମାଟିରେ ଭାରତ ଦଳର ଦମଦାର୍ ବିଜୟ

Published December 9, 2025 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: କଟକ ବାରବାଟୀ ଷ୍ଟାଡୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ଦମଦାର୍ ବିଜୟ ହାସଲ କରିଛି ।ଓଡ଼ିଶା ମାଟିରେ ମାଟି କାମୁଡି ପଡ଼ିଲା ଦକ୍ଷିଣ ଆଫ୍ରିକା । ମାତ୍ର ୧୨.୩ ବଲରେ ଅଲ୍ ଆଉଟ୍ ହୋଇ ପରାଜୟ ବରଣ କରିଛି ।ଦକ୍ଷିଣ ଆଫ୍ରିକା ଓ ଭାରତ ଟି-୨୦ ସିରିଜ ର ପ୍ରଥମ ମ୍ୟାଚ୍ ଓଡ଼ିଶା କଟକ ବାରବାଟୀ ଷ୍ଟାଡୟମରେ ଅନୁଷ୍ଠିତ ହୋଇଯାଇଛି । ଦକ୍ଷିଣ ଆଫ୍ରିକା ପ୍ରଥମେ ଟଚ୍ ଜିତି ଭାରତୀୟ ଦଳକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ମୂଲ୍ୟବାନ ୱିକେଟ୍ ହରାଇ ୧୭୫ରନ କରିବାରେ ସକ୍ଷମ ହୋଇଥିଲା ।

ଦଳ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୨୮ ବଲରେ ଧୁଆଁଧାର ବ୍ୟାଟିଂ କରି ୪ଟି ଛକା ଓ ୬ଟି ଚୌକା ସହାୟତାରେ ୫୯ରନ କରି ଅପରାଜିତ ଥିବା ବେଳେ ତିଲକ ବର୍ମା ୨୬ରନ, ଅକ୍ଷର ପଟେଲ୍ ୨୩ରନ କରିଥିଲେ । ଏବଂ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ ଏଲ୍ ନିଗିଡ଼ି ସର୍ବାଧିକ ୩ଟି ୱିକେଟ୍ ହାସଲ କରିଥିଲେ । ଦକ୍ଷିଣ ଆଫ୍ରିକା ୧୭୬ରନର ବିଜୟ ଲକ୍ଷ ନେଇ ପଡ଼ିଆକୁ ଓହ୍ଲାଇଥିଲା । ତେବେ ଭାରତୀୟ ବୋଲରଙ୍କ ଘାତକ ବୋଲିଂ କୁ ସମ୍ମୁଖିନ କରି ନପାରି ମାତ୍ର ୧୨.୩ ଓଭରରେ ସମସ୍ତ ୱିକେଟ୍ ହରାଇ ମାତ୍ର ୭୪ରନ କରି ଭାରତ ଠାରୁ ୧୦୧ ରନରେ ପରାଜୟ ହୋଇଛି ଦକ୍ଷିଣ ଆଫ୍ରିକା ।

ଦକ୍ଷିଣ ଆଫ୍ରିକା ଦଳର ଡି ବ୍ରେଭିସ୍ ୧୪ବଲରେ ଗୋଟିଏ ଛକା ଓ ୩ଟି ଚୌକା ସହାୟତାରେ ଦଳ ପକ୍ଷରୁ ସର୍ବାଧିକ ୨୨ରନ କରିଥିବା ବେଳେ ଭାରତର ଆର୍ଶିଦିପ ସିଂ, ବୁମରହା, ବରୁଣ ଓ ଅକ୍ଷର ପଟେଲ୍ ୨ଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ପାଣ୍ଡ୍ୟା ଓ ଦୂବେ ଗୋଟିଏ ଲେଖାଏଁ ୱିକେଟ୍ ନେଇ ଦକ୍ଷିଣ ଆଫ୍ରିକାକୁ ୧୦୧ରନରେ ପରାସ୍ତ କରିଥିଲେ । ହାର୍ଦ୍ଦିକ ପାଣ୍ଡ୍ୟା ଏହି ମ୍ୟାଚ୍ ରେ ମ୍ୟାନ ଅଫ ଦି ମ୍ୟାଚ୍ ବିବେଜିତ୍ ହୋଇଥିଲେ ।ଓଡ଼ିଶା ମାଟିରେ ଭାରତର ଦମଦାର୍ ବିଜୟକୁ କ୍ରିକେଟ୍ ପ୍ରେମୀମାନେ ମନଭରି ଉପଭୋଗ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 9, 2025 December 9, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?