Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

Published July 30, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ଆଜି ନୟାଗଡ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସାମ୍ବାଦିକ ସୁରକ୍ଷା ଆଇନ, ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ ପେନସନ ଲାଗୁ କରିବା, ସ୍ୱାସ୍ଥ୍ୟ ବୀମାକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ସହ ଏଥିରେ ପିତାମାତା ଏବଂ ୨୫ ବର୍ଷରୁ ଉର୍ଦ୍ଧ୍ୱ ନିର୍ଭରଶୀଳ ସନ୍ତାନ ସନ୍ତତିଙ୍କୁ ସାମିଲ କରିବା ନେଇ ଦାବି କରାଯାଇଛି। ଦେଶର ୧୮ଟି ରାଜ୍ୟରେ ସାମ୍ବାଦିକ ପେନସନ୍ ଯୋଜନାରେ ୧୫ ହଜାର ଟଙ୍କା ଦିଆଯାଉଥିବା ବେଳେ ଓଡିଶାରେ ଏହାକୁ ତୁରନ୍ତ ଲାଗୁ କରିବା ପାଇଁ ଦାବି କରାଯାଇଛି । ଆୟୁଷ୍ମାନ ଯୋଜନାରେ ସାମିଲ ହିତାଧିକାରୀଙ୍କୁ ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରୁ ବାଦ୍ ଦିଆଯିବା ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରାଯାଇଛି । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଜନଶୁଣାଣି ଶିବିରଠାରେ ଉତ୍କଳ ସାମ୍ବାଦିକ ସଂଘ ସଦସ୍ୟମାନେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟି ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇ, ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର, ଓଡ଼ଗାଁ ଶାଖା ସଭାପତି ଅଶୋକ କୁମାର ମହାପାତ୍ର, ସମ୍ପାଦକ ଗଣେଶ୍ୱର ସାହୁ, କୋଷାଧ୍ୟକ୍ଷ ସାରସ କୁମାର ମିଶ୍ରଙ୍କ ସମେତ ଜିଲ୍ଲା ଓ ବ୍ଲକ ଶାଖାର ବହୁ ସଦସ୍ୟ ସାମିଲ ହୋଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
odishalekha July 30, 2025 July 30, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?