Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଛାତ୍ରଛାତ୍ରୀଙ୍କ ଶକ୍ତି ସଂରକ୍ଷଣ ବାର୍ତ୍ତା

Published December 15, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ରୋହିବାଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଆଜି ଜାତୀୟ ଶକ୍ତି ସଂରକ୍ଷଣ ଦିବସ ଅବସରରେ ବିଭିର୍ଣ୍ଣ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବୁଲି ବୁଲି  ଶକ୍ତି ସଂରକ୍ଷଣବାର୍ତ୍ତା ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକଙ୍କ ନିର୍ଦେଶ କ୍ରମେ ୧୦ ରୁ ୧୨ ଜଣ ସ୍କାଉଟ ଗାଇଡ଼ ଛାତ୍ର ଛାତ୍ରୀ ସ୍ଥାନୀୟ ରୋହିବାଙ୍କ ପଞ୍ଚାୟତ, ରୋହିବାଙ୍କ ବନରକ୍ଷୀଙ୍କ କାର୍ଯ୍ୟାଳୟ ଆଦି ବୁଲି ଶକ୍ତି ସରଂକ୍ଷଣ ବାର୍ତ୍ତା ପ୍ରେରଣ କରିବା ସହିତ ଅଫିସ କାନ୍ଥରେ ସରଂକ୍ଷଣ ପୋଷ୍ଟର ମାରିଥିଲେ। ଏସବୁ କାର୍ଯ୍ୟରେ ବିଦ୍ୟାଳୟର ଶିକ୍ଷକ ପ୍ରକୃତିବନ୍ଧୁ ସନ୍ତୋଷ କୁମାର ସାହୁ ପିଲାଙ୍କୁ ସହଯୋଗ କରିଥିଲେ। ପ୍ରଥମେ ପୂର୍ଵ ପ୍ରସ୍ତୁତ ମତେ ରାଜ୍ୟସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ସୂଚନା କ୍ରମେ ବିଭିର୍ଣ୍ଣ ପୋଷ୍ଟର, ଲିଫଲେଟ କୁ ଲୋକଙ୍କୁ ବାଣ୍ଟିବା ଓ କାର୍ଯ୍ୟାଳୟ କାନ୍ଥରେ ଲଗାଇଥିଲେ। ଏହା  ସହିତ ଦରକାର ନଥିବାବେଳେ ଘର ହେଉ କିମ୍ବା ଅଫିସର ପଙ୍ଖା /ଏସି ବନ୍ଦ କରିବା, ବାହାରର ଉଜ୍ବଳ ଆଲୋକ ପାଇଁ ସୋଡିୟମ ବାଷ୍ପ ଆଲୋକ ବତୀ ବଦଳରେ  ଅଳ୍ପ ଖର୍ଚ୍ଚ ଯୁକ୍ତ ମେଟାଲ ହାଲଇଡ ବଲବ ସହିତ ଡିମର ଓ ଟାଇମରର ବ୍ୟବହାର କରିବା କିମ୍ବା ଟି – ୫ ଏଲ ଇଡ ଲାଇଟ ବ୍ୟବହାର କରିବା, ବାଇକ କିମ୍ବା କାର ରେ ଯାଉଥିଲେ ୧୫ ସେକେଣ୍ଡରୁ ଅଧିକ ଠିଆ ହୋଇ କଥାବାର୍ତ୍ତା ଦରକାର ବେଳେ ଗାଡି ଷ୍ଟାଟ ବନ୍ଦ କରିବା, ଘରର ଝରକା କବାଟ ଯଥା ସମ୍ଭବ ଅଧିକ ରଖିବା ସାଙ୍ଗକୁ ଖାଲି ସ୍ଥାନରେ ଗଛ ଲଗାଇବା, କମ୍ପୁଟର ଦରକାର ନଥିଲେ ଏହାକୁ ସ୍ଲିପ ମୋଡ଼ ରେ ରଖିବା, ମୋବାଇଲ, ଲାପଟପ ତଥା ଡିଜିଟାଲ କ୍ୟାମେରା ସମ୍ପୂର୍ଣ ଚାର୍ଜ ହୋଇସାରିଲେ ପ୍ଲଗରୁ ବାହାର କରି ଶକ୍ତି ସଂରକ୍ଷଣ କରିବା ଭଳି ବହୁ ଦରକାରୀ ତଥ୍ୟ ସମ୍ବଳିତ ଲିପଲେଟ ଲୋକମାନଙ୍କୁ ବାଣ୍ଟିଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha December 15, 2025 December 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
ଶିକ୍ଷା ଓ ନିଯୁକ୍ତି

ଗାଇଡାନ୍ସ ପବ୍ଲିକ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ:ସଚେତନତା ମୂଳକ ନାଟକ ‘ମା ଓ ମମତା’ ମଞ୍ଚସ୍ଥ

Odisha Lekha February 2, 2026
ଶିକ୍ଷା ଓ ନିଯୁକ୍ତି

ରାଜନୀତି ବିଜ୍ଞାନ ବିଭାଗରେ ଆଲୋଚନା ଚକ୍ର:ସଂଘର୍ଷରୁ ସଫଳତାର କାହାଣୀ ବଖାଣିଲେ ପ୍ରଫେସର ସ୍ବର୍ଣ୍ଣମୟୀ ତ୍ରିପାଠୀ

Odisha Lekha February 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?