Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ମାତୃ ସମ୍ମିଳନୀ:ଶିଶୁର ପ୍ରଗତିରେ ମାଆର ଭୂମିକା ଗୁରୁତ୍ୱପୂର୍ଣ୍ଣ

Published December 16, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବାର୍ଷିକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଅତିଥିଭାବେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ସମାଜସେବୀ ସରସୀବାଳା ଦାସ ଯୋଗଦେଇ ଶିଶୁର ପ୍ରଗତିରେ ମାଆର ଭୂମିକା ବିଷୟରେ ଆଲୋଚନା କରିଥିଲେ। ସଂପାଦକ ଶ୍ରୀଯୁକ୍ତ ସାହୁ ଉତ୍ତମ ମାଆବାପା ହେବା ପାଇଁ ହେଲେ କଠିନ ପରିଶ୍ରମ ଓ ସାଧନା କରିବାକୁ ପଡିବ ବୋଲି କହିବା ସହିତ ବିଭିନ୍ନ ସୂତ୍ର ବିଷୟରେ ଆଲୋଚନା କରିଥିଲେ।

ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଶିଶୁ ମାନଙ୍କର ପ୍ରଗତି ପାଇଁ ମାଆବାପା ମାନଙ୍କୁ ବିଦ୍ଯାଳୟ ତରଫରୁ ୨୦ଟି ସଚେତନତା ସୂଚନା ପ୍ରଦାନ କରିଥିଲେ। ଶିଶୁ ମାନଙ୍କର ପିତାମାତା ଓ ଗୁରୁଜୀ ଗୁରୁମା ମିଳିତ ଭାବେ ଶିଶୁର ପ୍ରଗତି ପାଇଁ ଦାୟୀ। ଶିଶୁର ବିକାଶ ପାଇଁ ପରିବାରରେ ମାଆବାପା ମାନେ ଶିଶୁ ମାନଙ୍କୁ ଅଧିକ ସମୟ ଦେବା ପାଇଁ ସଭାରେ ଆଲୋଚନା ହୋଇଥିଲା। ବିଦ୍ଯାଳୟର ରଂଜନ ଗୁରୁଜୀ ଓ ଶୋଭା ଗୁରୁମା ମଞ୍ଚ ସଂଯୋଜନା କରିଥିଲା ବେଳେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha December 16, 2025 December 16, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
ଶିକ୍ଷା ଓ ନିଯୁକ୍ତି

ଗାଇଡାନ୍ସ ପବ୍ଲିକ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ:ସଚେତନତା ମୂଳକ ନାଟକ ‘ମା ଓ ମମତା’ ମଞ୍ଚସ୍ଥ

Odisha Lekha February 2, 2026
ଶିକ୍ଷା ଓ ନିଯୁକ୍ତି

ରାଜନୀତି ବିଜ୍ଞାନ ବିଭାଗରେ ଆଲୋଚନା ଚକ୍ର:ସଂଘର୍ଷରୁ ସଫଳତାର କାହାଣୀ ବଖାଣିଲେ ପ୍ରଫେସର ସ୍ବର୍ଣ୍ଣମୟୀ ତ୍ରିପାଠୀ

Odisha Lekha February 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?