Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପାରିବାରିକ କଳହର ଭୟାନକ ଘଟଣା: ବିଷ ପିଇ ଶାଶୁର ଆତ୍ମାହତ୍ୟା

Published December 16, 2025 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ପରିବାର ଭିତରେ କଳହ ଲାଗି ରହିଥିବାରୁ ଶାଶୁର ଚରମ ନିଷ୍ପତ୍ତି ଉପରେ ସାରା ପରିବାର ସ୍ତବ୍ଦ ହୋଇଯାଇଛି। ପାରିବାରିକ କଳହ ଯୋଗୁଁ ଶାଶୁ ବିଷ ପିଇ ଆତ୍ମହତ୍ୟା କରିଛି । ଏଭଳି ଘଟଣା ଘଟିଛି ଶରଣକୁଳ ଥାନା କଲ୍ୟାଣପୁର ଗାଁରେ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କଲ୍ୟାଣପୁର ଗାଁର ରଘୁନାଥ ମହାନ୍ତିଙ୍କ ପରିବାରରେ କୌଣସି କାରଣକୁ ନେଇ କଳହ ଲାଗିଥିବା ବେଳେ ବସନ୍ତଙ୍କ ସ୍ତ୍ରୀ ବାସନ୍ତୀ ମହାନ୍ତି ବିଷ ପିଇ ଦେଇଥିଲେ। ପରିବାର ଲୋକ ଉଦ୍ଧାର କରି ଆଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ପ୍ରାଥମିକ ଚିକିତ୍ସା ପୁର୍ବରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶାଶୁ ବୋହୂ ପାରିବାରିକ କଳହକୁ ନେଇ ଏଭଳି ଘଟଣା ଘଟିଛି ବୋଲି ଆଲୋଚନା ହେଉଛି । ସେପଟେ ଶରଣକୁଳ ପୋଲିସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ମୃତ ଶରୀର ହସ୍ତାନ୍ତର କରି ତଦନ୍ତ କରୁଥିବା ଜଣାପଡିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 16, 2025 December 16, 2025
Share This Article
Facebook Twitter Whatsapp Whatsapp
What do you think?
Love1
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?