Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଷ୍ଟାଡିୟମ୍ ସମ୍ମୁଖରେ ଦୁର୍ଘଟଣା:ଜଣେ ମୃତ,ଜଣେ ଗୁରୁତର

Published December 16, 2025 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ଦୃତ ଗତି ମହାବିପତି। ଶୀତୁଆ ରାତିରେ ଦୃତ ଗତିରେ ଯାନବାହାନ ଚଳାଇବା ଯୋଗୁଁ ନୟାଗଡ଼ ଷ୍ଟାଡିୟମ୍ ସମ୍ମୁଖରେ ଏକ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ସୁରେନ୍ଦ୍ର ପ୍ରଧାନ(୫୩)। ସୂଚନାନୁସାରେ, ନୟାଗଡ଼ ଟାଉନ୍ ଥାନା ଅନ୍ତର୍ଗତ ନବଘନପୁର ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗାଁର ସୁରେନ୍ଦ୍ର ପ୍ରଧାନ ନୟାଗଡ଼ ବଜାରକୁ ରାତି ୮ଟା ସମୟରେ ଯାଉଥିବା ବେଳେ ବିପରୀତ ଦିଗରୁ ଏକ ସ୍କୁଟି ଦୃତ ଗତିରେ ଆସି ନୟାଗଡ଼ ଷ୍ଟାଡିୟମ୍ ସମ୍ମୁଖରେ ଧକ୍କା ଦେଇଥିଲା । ଯାହାଫଳରେ ସମସ୍ତେ ଛିଟିକ ପଡ଼ିଥିଲେ । ରକ୍ତ ଯୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ମୁଖ୍ୟ ଚିକିତ୍ସାଳୟରେ ସୁରେନ୍ଦ୍ର ପ୍ରଧାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ତେବେ ଖବର ପାଇ ନୟାଗଡ଼ ପୋଲିସ ମୃତ ଶରୀର ଜବତ କରିବା ସହ ଶବ ବ୍ୟବଚ୍ଛେଦ କରି ଆଜି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ସେପଟେ ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ମୃତକଙ୍କ ସଂପର୍କୀୟ ମାନେ ଶବ ଦାହ ନକରି ଶ୍ମଶାନ ନିକଟରେ ଶବ ରଖି ବିପକ୍ଷ ଗାଡ଼ି ଚାଳକ ଉପରେ କାର୍ଯ୍ୟାନୁଷ୍ଠନ ଦାବି କରିଥିଲେ । ବୁଝାସୁଝା ପରେ ଶବ ଦାହ କରାଯାଇଥିବା ବିଶେଷ ସୂତ୍ରରୁ ଜଣାପଡିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 16, 2025 December 16, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead1
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?