Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଟି-୨୦ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆ ଘୋଷଣା:ଦଳକୁ ଫେରିଲେ ଇଶାନ କିସାନ:ବାଦ ପଡ଼ିଲେ ସୁଭମନ୍ ଗିଲ୍

Published December 20, 2025 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: ଖେଳାଳୀ ପ୍ରେମୀ ମାନଙ୍କ ପାଇଁ ଖୁସିର ଖବର। ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଖେଳାଳୀ ମାନଙ୍କ ନାମ ଘୋଷଣା କରିଛି । ବିଶ୍ୱକପ୍ ପାଇଁ ଖେଳାଳୀଙ୍କ ନାମ ଘୋଷଣା କରିବା ପରେ ସୁଭମନ୍ ଗିଲ୍ ଙ୍କ ଫ୍ୟାନ୍ସ ମାନଙ୍କୁ ନିରାଶ ହେବାକୁ ପଡ଼ିଛି । ଟି-୨୦ ବିଶ୍ୱକପରୁ ଶୁଭମନ୍ ଗିଲ୍ ଙ୍କୁ ବାଦ୍ ଦେଇ ଖେଳାଳୀ ଚୟନ କରାଯାଇଛି । ଭାରତ ଓ ଶ୍ରୀଲଙ୍କା ମିଳିତ ଭାବରେ ଟି-୨୦ ବିଶ୍ୱକପ୍ ଆୟୋଜନ କରିବାକୁ ଅଣ୍ଟା ଭିଡିଥିବା ବିଶ୍ୱକପ୍ ମ୍ୟାଚ୍ ଫେବୃୟାରୀ ୭ରୁ ମ୍ୟାଚ୍ ଆରମ୍ଭ ହେବ ଏବଂ ମାର୍ଚ୍ଚ ୨୦ରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥର ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବେ । ଏହି ଟୁର୍ଣ୍ଣାମେଣ୍ଟ ଫେବୃଆରି ୭ରୁ ଆରମ୍ଭ ହେବ ଏବଂ ଫାଇନାଲ ମ୍ୟାଚ୍ ୨୦ ମାର୍ଚ୍ଚରେ ଅନୁଷ୍ଠିତ ହେବ । ଗତଥରର ଚାମ୍ପିୟନ ଭାରତୀୟ ଦଳକୁ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଗ୍ରୁପ୍-ଏ’ ରେ ରଖାଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ୱ ନେବେ, ଅନ୍ୟପଟେ ଖରାପ ଫର୍ମ ଦେଇ ଗତି କରୁଥିବା ଶୁଭମନ ଗିଲ୍‌ଙ୍କୁ ଦଳରେ ସ୍ଥାନ ମିଳିନାହିଁ । ଆଉ ଝାଡ଼ଖଣ୍ଡକୁ ସୟଦ ମୁସ୍ତାକ ଅଲି ଟ୍ରଫି ଜିତାଇଥିବା ଇଶାନ କିସାନ ବହୁତ ଦିନ ପରେ ଦଳକୁ ଫେରିଛନ୍ତି । ୧୬ ଜଣିଆ ଦଳରେ ସଞ୍ଜୁ ସାମ୍‌ସନ୍‌ଙ୍କୁ ମଧ୍ୟ ସାମିଲ କରାଯାଇଛି ।

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁଖ୍ୟାଳୟରେ ଚୟନକର୍ତ୍ତାଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ପରେ ବିସିସିଆଇ ସମ୍ପାଦକ ଦେବଜିତ ସାଇକିଆ ଏକ ସାମ୍ବାଦିକ ସମ୍ମିଳନୀରେ ଦଳ ଘୋଷଣା କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମଧ୍ୟ ଉପସ୍ଥିତ ଥିଲେ । ଏଥର ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବେ । ଏହି ଟୁର୍ଣ୍ଣାମେଣ୍ଟ ଫେବୃଆରି ୭ରୁ ଆରମ୍ଭ ହେବ ଏବଂ ଫାଇନାଲ ମ୍ୟାଚ୍ ୨୦ ମାର୍ଚ୍ଚରେ ଅନୁଷ୍ଠିତ ହେବ । ଗତଥରର ଚାମ୍ପିୟନ ଭାରତୀୟ ଦଳକୁ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଗ୍ରୁପ୍-ଏ’ ରେ ରଖାଯାଇଛି । ଏହି ଗ୍ରୁପ୍‌ରେ ଆମେରିକା, ନାମିବିଆ, ନେଦରଲ୍ୟାଣ୍ଡ ଏବଂ ପାକିସ୍ତାନ ଦଳ ମଧ୍ୟ ରହିଛନ୍ତି । ଟି-୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅକ୍ଷର ପଟେଲ (ଉପ-ଅଧିନାୟକ), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଜିତେଶ ଶର୍ମା (ୱିକେଟକିପର), ସଞ୍ଜୁ ସାମସନ (ୱିକେଟକିପର), କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଜସପ୍ରୀତ ବୁମ୍ରା, ଅର୍ଶଦୀପ ସିଂ, ରିଙ୍କୁ ସିଂ, ହର୍ଷିତ ରାଣା ଏବଂ ଇଶାନ କିସାନ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 20, 2025 December 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଖେଳ

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Odisha Lekha August 28, 2026
ଖେଳ

ବେଣାଗାଡିଆ ପ୍ରିମିୟର ଲିଗ୍ ୨୦୨୬:୧୫ରେ ଗ୍ରାଣ୍ଟ ଫାଇନାଲ

Odisha Lekha June 14, 2026
ଖେଳ

ଟି-୨୦ ବିଶ୍ୱକପ୍:୭ରନରେ ଭାରତ ବିଜୟୀ:ମାର୍ଚ୍ଚ ୮ ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍: ମୁହାଁମୁହିଁ ହେବେ ଭାରତ ଓ ନ୍ୟୁିଜଲାଣ୍ଡ

Odisha Lekha March 5, 2026
ଖେଳ

ଟି-୨୦ ବିଶ୍ୱକପ୍:ଇଡେନ୍ ଗାର୍ଡେନରେ ମହାଲଢେଇ:୫ୱିକେଟ୍ ଭାରତ ବିଜୟୀ

Odisha Lekha March 2, 2026
ଖେଳ

ଟି-୨୦ ବିଶ୍ୱକପ୍: ଭାରତ ବନାମ ପାକିସ୍ତାନ: ୬୧ରନରେ ଭାରତ ବିଜୟୀ

Odisha Lekha February 15, 2026
ଖେଳ

ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍:୪-୧ ରେ ସିରିଜ୍ ହାତେଇଲା ଭାରତ: ଇଶାନ୍ କିଶାନଙ୍କ ପ୍ରଥମ ଟି-୨୦ ଶତକ, ଆର୍ଶିଦିପ ସିଂହଙ୍କ ଘାତକ ବୋଲିଂ

Odisha Lekha February 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?