Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୋତର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ

Published December 20, 2025 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ନୋତର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ ୨୦୨୫-୨୬ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଲ୍ଲାସର ସହିତ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଶୁଭାରମ୍ଭରେ ମଶାଲ ପ୍ରଜ୍ଜ୍ଵଳନ କରାଯାଇଥିଲା। ନୟାଗଡ଼ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଶାଖା ପରିଚାଳକ ବିନ୍ମୟ ପାତ୍ର  ମୁଖ୍ୟଅତିଥି ଭାବେ ଯୋଗ ଦେଇ କ୍ରୀଡା ପତାକା ଉତ୍ତୋଳନ କରି କ୍ରୀଡା ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଇଣ୍ଡୋତିବେତିଆନ ବୋର୍ଡର ପୋଲିସ ଫୋର୍ସର୍ ହାବିଲଦାର ପବିତ୍ର ମୋହ‌ନ ରାଏ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରେରଣା ପ୍ରଦାନ କରିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନ ଅଧ୍ଯକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ତାଙ୍କ ଭାଷଣରେ କ୍ରୀଡାର ଗୁରୁତ୍ବ ଓ ଶିକ୍ଷା ସହ କ୍ରୀଡାର ସମନ୍ବୟ ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ଦୌଡ଼, ଲମ୍ବ ତିଆଁ, ଉଚ୍ଚ ଡ଼ିଆଁ, ମାର୍ବଲ ୟୁନ୍ ଦୌଡ଼, ସ୍ଲୋ ସାଇକେଲ୍ ରେସ୍, ରିଲେ ରେସ୍, କ୍ରିକେଟ, ଫୁଟବଲ, କବାଡି ପରି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ଛାତ୍ରଛାତ୍ରୀମାନେ ଉତ୍ସାହର ସହିତ ଏହାରେ ଅଂଶଗ୍ରହଣ କରି ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। ଉଦ‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ବ୍ଲକ୍ ଉନ୍ନୟନ ଅଧିକାରୀ ଶ୍ରୀମତୀ ଐଶ୍ୱର୍ଯ୍ୟା ଭୂୟାଁ ଯୋଗ ଦେଇ ନିଜର ମହତ୍ତ୍ବ ଅଭିଭାଷଣ ଦ୍ବାରା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ଶେଷରେ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଧନ୍ୟବାଦ ଜ୍ଞାପନ ସହିତ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା। କ୍ରୀଡ଼ା ଶିକ୍ଷକ ଇନ୍ଦୁମତୀ ସେଠ ଓ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମିଳିତ ସହଯୋଗ ଦ୍ବାରା ସମଗ୍ର କ୍ରୀଡା ମହୋତ୍ସବ ଆନନ୍ଦ, ଶୃଙ୍ଖଳା ଓ କ୍ରୀଡା ମନୋଭାବର ଏକ ସୁନ୍ଦର ଉଦାହରଣ ହୋଇ ରହିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 20, 2025 December 20, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?